Latest Odisha News

BREAKING NEWS

Yearly Archives

2020

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୪୫୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୫୭ ଜଣଙ୍କ ମଧ୍ୟରୁ ୧୧୮ ଜଣ ଗଞ୍ଜାମରୁ, ୫୩ ନୟାଗଡରୁ, ୪୪ ଜଣ କଟକ, ସୁନ୍ଦରଗଡରୁ ୩୮, ୩୨ ଜଣ…

ରାଜସ୍ଥାନ ରାଜନୀତି : ସଚିନଙ୍କ ପ୍ରତି ଆକ୍ଷେପ ମୂଳକ ଶବ୍ଦ ପ୍ରୟୋଗ କଲେ ଗେହଲଟ

ଜୟପୁର:ରାଜସ୍ଥାନ ରାଜନୀତିର ତାତି ସୋମବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବଢ଼ାଇ ଦେଇଛନ୍ତି । ପ୍ରତିଦ୍ୱନ୍ଦ୍ୱୀ ଓ ବିରୋଧୀ ସଚିନ ପାଇଲଟଙ୍କ ପ୍ରତି ଆକ୍ଷେପ ମୂଳକ ଶବ୍ଦ ପ୍ରୟୋଗ କରିଛନ୍ତି । ପାଇଲଟ ଜଣେ ଅଦରକାରୀ, ଅଯୋଗ୍ୟ ଏବଂ ବିଶ୍ୱାସଘାତକ ଲୋକ ବୋଲି ସେ କହିଛନ୍ତି । ସେ ଦଳରେ ବାରମ୍ବାର…

କାଲିଠୁ ଗଂଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଶୀତଳାପ୍ଲଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ ରାଜ୍ୟ ସରକାର…

ଜୁଲାଇ ୩୧ ଯାଏଁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର: ବୁର୍ଲାସ୍ଥିତ ଜ୍ୟୋତି ବିହାରର ସମ୍ବଲପୁର ବିଶ୍ୱବିଦ୍ୟାଳୟକୁ ଜୁଲାଇ ୨୨ ତାରିଖରୁ ୩୧ ଯାଏଁ ବନ୍ଦ କରାଯାଇଛି । କରୋନା ଭାଇରସ୍ ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସୂଚନା ମିଳିଛି । ଗତ ସୋମବାର ଦିନ ବିଶ୍ୱବିଦ୍ୟାଳୟ…

ଶବ ସତ୍କାର ପାଇଁ ୭୫୦୦

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ରହିଛି କରୋନା । ଦିନକୁ ଦିନ କରୋନା ମିଟର ଉପରକୁ ଉଠି ଚାଲିଛି । ସଂକ୍ରମିତ ବଢ଼ୁଛନ୍ତି ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି । ଏହାରି ଭିତରେ କୋଭିଡ ମୃତକଙ୍କ ପାଇଁ ରାଜ୍ୟ ସରକାର ଆର୍ଥିକ ରାଶି ଘୋଷଣା କରିଛନ୍ତି । କରୋନାରେ ଯଦି ଜଣେ…

ଆଜି ରାତିରେ କେଉଁ ସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରାୟଗଡା, ଗଜପତି, ବାଲେଶ୍ୱର, ନୂଆପଡା, ବଲାଙ୍ଗିର,…

ବାବ୍ରି ମସଜିଦ ମାମଲା: ଲାଲକୃଷ୍ଣ ଆଡଭାନୀ ଓ ମୂରଲୀ ମନହୋର ଯୋଶୀଙ୍କ ହେବ ବୟାନ ରେକର୍ଡ

ନୂଆଦିଲ୍ଲୀ:ବାବ୍ରି ମସଜିଦ ଭଙ୍ଗା ମାମଲାରେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଓ ମୂରଲୀ ମନୋହର ଯୋଶୀଙ୍କ ବୟାନ ରେକର୍ଡ କରାଯିବ। ମାମଲାର ଶୁଣାଣି କରୁଥିବା ସିବିଆଇ ସ୍ୱତନ୍ତ୍ର ଅଦଲାତ ସୋମବାର ଏଥିଲାଗି ତାରିଖ ଘୋଷଣା କରିଛନ୍ତି। ସିଆରପିସି ଧାରା ୩୧୩ ଅନୁସାରେ କୋର୍ଟ ଜୁଲାଇ…

ଅରିନ୍ଦମ ଚୌଧୁରୀଙ୍କ ଶ୍ରୀଜଗନ୍ନାଥଙ୍କ ଉପରେ ମନ୍ତବ୍ୟ ନେଇ ଭକ୍ତମାନେ କ୍ଷୁବ୍ଧ

ପୁରୀ: ଆଇଆଇପିଏମ ଡାଇରେକ୍ଟର ଅରିନ୍ଦମ ଚୌଧୁରୀ ଜଣେ ପ୍ରତିଷ୍ଠିତ ଲେଖକ । ମାତ୍ର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ସେ ଯେଉଁ ଭଳି ଭାବେ ଉପସ୍ଥାପନ କରିଛନ୍ତି ସେଥିନେଇ ବିବାଦ ଜୋର ଧରିଛି । ଶ୍ରୀଜଗନ୍ନାଥଙ୍କ ସ୍ୱାସ୍ଥ୍ୟ ଡାକ୍ତରମାନେ ଯାଂଚ କରିବା ଫଟୋ ଟୁଇଟ କରି ସେ ଲେଖିଛନ୍ତି ଭକ୍ତଙ୍କୁ…

ଗୋସ୍ୱାମୀ ପ୍ରେସର ପ୍ରତିଷ୍ଠାତା ଦିବାକର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ପରଲୋକରେ ଗୋସ୍ୱାମୀ ପ୍ରେସର ପ୍ରତିଷ୍ଠାତା ଦିବାକର ମିଶ୍ର । ସୋମବାର ସକାଳେ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଇହଧାମ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା । ବାଡଗଡ ସ୍ଥିତ ସ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ମୃତ୍ୟୁ ବେଳକୁ ତାଙ୍କ…

ସମ୍ ହସ୍ପିଟାଲରେ କୋଭିଡ-୧୯ ଭ୍ୟାକ୍ସିନ୍ ପରୀକ୍ଷଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: କୋଭିଡ୍‌-୧୯ ଭ୍ୟାକ୍ସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ବିଧିବଦ୍ଧ ପ୍ରକ୍ରିୟା ଶିକ୍ଷା ଓ ଅନୁସନ୍ଧାନ (ଡିମଡ୍ ଟୁ ବି ୟୁନିଭର୍ସିିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସୋମବାର ଆରମ୍ଭ ହୋଇଛି । ଭାରତର ପ୍ରଥମ କୋଭିଡି-୧୯…