ମାଲକାନଗିରି ମୁନସିପାଲିଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ମାଲକାନଗିରି: ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ମାଲକାନଗିରି ମୁନସିପାଲିଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ଏନେଇ ଜିଲ୍ଲାପାଳ ମନିଷ ଅଗ୍ରୱାଲ୍ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।
ସୂଚନାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୮ ନୂଆ…