ସୋପିଆନରେ ସେନା ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୂଚନାନୁଯାୟୀ, ଜମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାର ଅମଶିପୋରା ଅଞ୍ଚଳରେ ପୋଲିସ, ସେନା, ସିଆରପିଏଫ୍ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ…