କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ
କଟକ: କଟକରେ ୩୨ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୧୪୬ରେ ପହଞ୍ଚିଛି।
ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ।
ପ୍ରଶାସନର ସୂଚନା ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ…