ଦେଶରେ କରୋନା ତାଣ୍ଡବ: ୨୪ ଘଣ୍ଟାରେ ୩୫ ହଜାର ଆକ୍ରାନ୍ତଙ୍କ ସହ ୧୦ ଲକ୍ଷ ଟପିଲା ମୋଟ ମାମଲା
ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୪,୯୫୬ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୭ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୩,୮୩୨ ରେ…