କରୋନା ସଂକ୍ରମଣରେ ଗଜପତି ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀଙ୍କର ମୃତ୍ୟୁ
ଗଜପତି: ଗଜପତି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରରୀଙ୍କର ମୃତ୍ୟୁ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ତାଙ୍କ ପତ୍ନୀ, ଦୁଇ ଝିଅ ଓ ଗୋଟିଏ ପୁଅ ଅଛନ୍ତି ଯେଉଁମାନେ ବର୍ତ୍ତମାନ…