Latest Odisha News

BREAKING NEWS

Yearly Archives

2021

ଆସନ୍ତାକାଲି ‘ପଢ଼େ ଭାରତ’ ଅଭିଯାନର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ'ର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୧୦୦ ଦିବସୀୟ ପଠନ ଅଭିଯାନ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ସ୍ତରରେ ଉନ୍ନତି ନିମନ୍ତେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ । ଏହା…

ପୁନୀତ ରାଜକୁମାରଙ୍କ ଶେଷ ଫିଲ୍ମର ଫାଷ୍ଟ ଲୁକ ପୋଷ୍ଟର ଜାରୀ

ବାଙ୍ଗାଲୋର: କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରିର ମହାନ କଳାକାର ପୁନିତ ରାଜକୁମାରଙ୍କ ଶେଷ ଫିଲ୍ମର ଫାଷ୍ଟ ଲୁକ ପୋଷ୍ଟର ଆଜି ଜାରୀ କରାଯାଇଛି । ସ୍ୱର୍ଗତଃ ପୁନୀତଙ୍କ ଏହି ଫିଲ୍ମର ନାମ ଲକିମ୍ୟାନ ରଖାଯାଇଛି । ତାମିଲ ଫିଲ୍ମ ଓହ ମାୟ କଡାବୁଲେର ରିମେକ । ପ୍ରଥମେ ଏଥିରେ ପୁନୀତଙ୍କ ଛୋଟ କ୍ୟାମିଓ ରୋଲ…

ବିଦାୟୀ ଡିଜିପି ଅଭୟଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର : ରାଜ୍ୟର ନୂଆ ପୋଲିସ ଡିଜି ଭାବେ ଦାୟିତ୍ବ ନେଇଛନ୍ତି ସୁନୀଲ ବଂଶଲ । ନୂଆ ଡିଜି ଭାବେ ସୁନୀଲ ବଂଶଲ ଦାୟିତ୍ବ ନେବା ପରେ ବିଦାୟୀ ଡିଜି ଅଭୟଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅଭୟଙ୍କୁ ନାର୍କୋଟିକ୍ସ ଡ୍ରଗ୍ସ ସମ୍ପର୍କିତ ରାଜ୍ୟ ଟାସ୍କ ଫୋର୍ସର ଅଧ୍ୟକ୍ଷ…

ପୂର୍ବ ଭାରତରେ କ୍ଲିନିକାଲ୍ ଟ୍ରାଏଲ୍ ପାଇଁ ଏମ୍‌ସ ଭୁବନେଶ୍ବର ମନୋନୀତ

ଭୁବନେଶ୍ବର : ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ପକ୍ଷରୁ ପୂର୍ବ ଭାରତରେ କ୍ଲିନିକାଲ୍ ପରୀକ୍ଷଣ ପାଇଁ ଏକ ବିକାଶନ୍ମୋଖୀ କେନ୍ଦ୍ର ଭାବରେ ଏମ୍‌ସ ଭୁବନେଶ୍ବରକୁ ମନୋନୀତ କରାଯାଇଛି । ଏନେଇ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ କରିବାକୁ ଆଇସିଏମଆର ପକ୍ଷରୁ ଏମ୍‌ସ…

ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ସୁନୀଲ ବଂଶଲ

କଟକ : ଓଡିଶା ପୋଲିସର ନୂତନ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ ସୁନୀଲ କୁମାର ବଂଶଲ । ଆଜି କଟକ ପୋଲିସ ମୁଖ୍ୟାଳୟରେ ବିଦାୟୀ ଡିଜି ଶ୍ରୀ ଅଭୟଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୮୭ ବ୍ୟାଚର ଓଡିଶା କ୍ୟାଡରର ଆଇପିଏସ ଅଫିସର ହେଉଛନ୍ତି ସୁନୀଲ ବଂଶଲ । ଆଜି ଡିଜିପି…

ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ…

ନୂଆବର୍ଷ ପାଇଁ ପୁରୀରେ ଜାରି ହେଲା ନୂଆ ଗାଇଡଲାଇନ, ଜଗିବେ ୯ ପ୍ଲାଟୁନ ଫୋର୍ସ

ପୁରୀ : ନୂଆବର୍ଷ ପାଇଁ ପୁରୀରେ ଜାରି ହେଲା ନୂଆ ଗାଇଡଲାଇନ । ପୁରୀର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀରେ କଡ଼ାକଡ଼ି ହେବ ପାଟ୍ରୋଲିଂ । କୋଭିଡ ଗାଇଡଲାଇନ ଅନୁସାରେ ହେବନି ଭିଡ଼ । ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ଥିବା ବେଳେ, ଆସନ୍ତାକାଲି ପତିତପାବନ ଦର୍ଶନ ପାଇଁ ବ୍ୟବସ୍ଥା ହେଉଛି । ଏହାସହ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ସପ୍ତମ ବେତନ କମିଶନର ୩୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା…

୧୯ ବର୍ଷରୁ କମ ଏସିଆ କପ : ଶ୍ରୀଲଙ୍କାକୁ ହରାଇ ଭାରତ ହାତେଇଲା ଟାଇଟଲ

ଦୁବାଇ: ୧୯ ବର୍ଷରୁ କମ ଏସିଆ କପ କ୍ରିକେଟ ଫାଇନାଲରେ ଭାରତ ଶ୍ରୀଲଙ୍କାକୁ ୯ ୱିକେଟରେ ହରାଇ ଟାଇଟଲ ହାସଲ କରିଛି । ଭାରତର ଏହା କ୍ରମାଗତ ତୃତୀୟ ଏବଂ ଓଭରାଲ ୮ମ ଟାଇଟଲ । ବର୍ଷା ବାଧାପ୍ରାପ୍ତ ଏହି ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୩୮ ଓଭରରେ ୯ ୱିକେଟ ହରାଇ ୧୦୬ ରନ କରିଥିଲା…

ବାଲୁକା ଚିତ୍ରକଳାରେ ନୂଆବର୍ଷର ଶୁଭେଚ୍ଛା ଜଣେଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକା ଚିତ୍ରକଳାରେ ନୂଆବର୍ଷର ଶୁଭେଚ୍ଛା । ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବିଶାଳ ବାଲୁକା ଚିତ୍ରକଳା କରି ସାରା ବିଶ୍ୱବାସୀଙ୍କୁ ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି। । ଚଳିତ ବର୍ଷ ବାଲୁକା ଚିତ୍ରକଳାରେ ପରିବେଶ ସୁରକ୍ଷାର ବାର୍ତ୍ତା ଦେଇଛନ୍ତି…