ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ଅନଲାଇନ କବିତା ଆସର
ଉମରକୋଟ : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ , ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ପଞ୍ଚମ ଅନଲାଇନ କବିତା ଆସର ଅନୁଷ୍ଠିତ ହୋଇ ଯାଇଛି।
ଏହି ଅବସରରେ ବିଶିଷ୍ଟ କବି ତଥା ଗାଳ୍ପିକ ପରୀକ୍ଷିତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। କବି ଏମ . ହିମାଂଶୁ ଆଚାରୀଙ୍କ ସ୍ୱାଗତ ଭାଷଣ ସହ…