ବିଏମସି ଅଞ୍ଚଳରେ ଟିକାକରଣ; ଆଜି ରାତି ୭ଟାରୁ ସ୍ଲଟ୍ ବୁକିଂ ଆରମ୍ଭ
ଭୁବନେଶ୍ୱର: ରାଜଧାନୀ ବାସୀଙ୍କ ଲାଗି ରବିବାର ରାତି ୭ଟାରୁ ଟିକାକରଣ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହେବ। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।
ଉଭୟ ୧୮ ରୁ ୪୪ ବୟସ ବର୍ଗ (ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ (ପ୍ରଥମ ଓ ଦ୍ବିତୀୟ ଡୋଜ) ଟିକା ଦିଆଯିବ ବୋଲି ବିଏମସି ସୂଚନା…