Latest Odisha News

BREAKING NEWS

Yearly Archives

2021

କରୋନାରେ ପୂର୍ବତନ ବିଜେଡି ବିଧାୟକଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ ମାହାଙ୍ଗାର ପୂର୍ବତନ ବିଜେଡି ବିଧାୟକ ଥିଲେ। ଶ୍ରୀ ବର୍ମାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ମେ ୨୬ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ !

ବାରିପଦା: ଉଦ୍ଧାର ହୋଇଛି ଜଣେ ମହିଳାଙ୍କ ମୃତଦେହ । ପାରିପାର୍ଶ୍ବିକ ସ୍ଥିତି କହୁଛି ବୋଧ ହୁଏ ମହିଳାଙ୍କ ସହ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି । କୃଷ୍ଣଚନ୍ଦ୍ରପୁର କେନ୍ଦୁଖୋଳ ପୋଲ ନିକଟସ୍ଥ କଲଭର୍ଟ ନିକଟରେ ଅପରିଚିତ ମହିଳାଙ୍କ ମୃତଦେହ ମିଳିଥିଲା । ମହିଳା ଜଣକ ଲାଲ ରଙ୍ଗର ଶାଢି,…

ନୂଆ ନିୟମ ମାନିବା ଲାଗି ଟ୍ୱିଟରକୁ କେନ୍ଦ୍ରର ଅନ୍ତିମ ଚେତାବନୀ

ନୂଆଦିଲ୍ଲୀ: ଟ୍ବିଟରକୁ କେନ୍ଦ୍ରର ଅନ୍ତିମ ଚେତାବନୀ। ନୂତନ ଆଇଟି ନିୟମ ମାନିବା ପାଇଁ କେନ୍ଦ୍ର ସରକାର ଶନିବାର  ଟ୍ୱିଟରକୁ ଶେଷ ନୋଟିସ୍ ପଠାଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ବାରା ଦିଆଯାଇଥିବା ନୂଆ ନିର୍ଦ୍ଦେଶାବଳୀକୁ ଟ୍ବିଟର ଏଯାଏ ଅନୁମୋଦନ କରିନାହିଁ। ଏହି ଚିଠି ଟ୍ବିଟର ଡେପୁଟି…

ଅକ୍ଷୟ କୁମାରଙ୍କ କରୋନା ଟିପ୍ସ; ଦେଖନ୍ତୁ ଭିଡିଓ

ମୁମ୍ବାଇ: କରୋନାକୁ ନେଇ ଟିପ୍‌ ଦେଇଛନ୍ତି ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର। ସେ ସୋସିଆଲ୍‌ ମିଡିଆରେ ଏକ ଭିଡିଓ ସେୟାର କରି ତାଙ୍କ ପ୍ରଶଂସକମାନଙ୍କୁ କୋଭିଡ୍‌ ଟିପ୍‌ ପ୍ରଦାନ କରିଛନ୍ତି। କରୋନାର ଲକ୍ଷଣ ଦେଖାଯିବା ସମୟରେ ଏବଂ ରୋଗ ନିର୍ଣ୍ଣୟ ହେବା ପରେ କେଉଁ ସବୁ ଆଚରଣ ଅନୁସରଣ…

ଜୁନ୍‌ରୁ ସୁଧୁରିବ ଅର୍ଥନୀତି; ନୀତି ଆୟୋଗ ଉପାଧ୍ୟକ୍ଷ

ନୂଆଦିଲ୍ଲୀ: କରୋନାର ପ୍ରଥମ ଏବଂ ଦ୍ବିତୀୟ ତରଙ୍ଗର ପ୍ରଭାବ ଯୋଗୁ ଦେଶର ଅର୍ଥନୀତି ଏକରକମ ଅଚଳ ହୋଇଯାଇଛି। ପ୍ରଥମ ଲହର ପରେ ଦେଶର ଅର୍ଥନୀତି ସ୍ବଚ୍ଛଳ ଅବସ୍ଥାକୁ ଫେରୁଥିବା ବେଳେ ମହାମାରୀର ଦ୍ବିତୀୟ ଲହର ଏହା ଉପରେ ପୁଣି ଭାରୀ ପଡ଼ିଛି। କିଛିଦିନ ତଳେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ…

ଆପ୍ ବିଧାୟକଙ୍କ ନିଆରା ଅନ୍ଦାଜ: ବଲିଉଡ୍ ବିଟରେ ଟିକାକରଣ ନେଇ କରୁଛନ୍ତି ସଚେତନ

ନୂଆଦିଲ୍ଲୀ: କରୋନା ସହ ସମସ୍ତେ ଏବେ ଲଢ଼େଇ କରୁଛନ୍ତି । ମୁକାବିଲା ପାଇଁ ସରକାର ଅଣ୍ଟା ଭିଡିଥିବା ବେଳେ ଲୋକ ବି ସଚେତନ ହୋଇଛନ୍ତି । ଟିକାକରଣ ଅଭିଯାନ ଚାଲିଛି । ଏହାରି ଭିତରେ ଆଗକୁ ଆସିଛନ୍ତି ଦିଲ୍ଲୀର ଆପ ବିଧାୟକ ରୋହିତ ମେହରୌଲିଆ । ରାଜରାସ୍ତା, ଗଳିକନ୍ଦିରେ ପଶି ଲୋକଙ୍କ ଭିତରେ…

ମାଲିକ କୋଳରେ ଛୁଆ କୁକୁରକୁ ଦେଖି ସହି ପାରିଲାନି ପାଳିତ କୁକୁର, ଇର୍ଷାରେ କ’ଣ କଲା ? ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: ମଣିଷ ଇର୍ଷା କରେ । ଅନ୍ୟ କାହାର ଭଲ ଦେଖି ପାରେ ନାହିଁ । ଏକଥା ଆମେ ସମସ୍ତେ ଜାଣିଛନ୍ତି । କିନ୍ତୁ ମଣିଷ ସହ ରହି ରହି ଗୋଟିଏ କୁକୁର ବି କେତେ ଇର୍ଷାନ୍ୱିତ ହୋଇପାରେ ତାର ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ବେଶ ଭାଇରାଲ୍ ହେଉଛି । ଗୋଟିଏ କୁକୁର ନିଜ ମାଲିକ ପାଖରେ ଗୋଟିଏ ଛୁଆ…

ଚିତ୍ରଲେଖା: ଚଳଚ୍ଚିତ୍ର ନିର୍ମାଣ ପାଇଁ ପତ୍ରିକା

ଭାଗ- ୫ ଗତ ଲେଖାରେ ମୁଁ ସ୍ପଷ୍ଟ କରିଥିଲି ଯେ ଓଡ଼ିଶାର ଦ୍ୱିତୀୟ ଚଳଚ୍ଚିତ୍ର ପତ୍ରିକା ଥିଲା ‘କଳାଶ୍ରୀ’ । ବ୍ରହ୍ମପୁରରୁ ପ୍ରକାଶିତ ହେଉଥିବା ସମ୍ବାଦପତ୍ର ‘ନବୀନ’ର ସହଯୋଗୀ ପ୍ରକାଶନ ଭାବରେ ଚଳଚ୍ଚିତ୍ର ପତ୍ରିକା ‘କଳାଶ୍ରୀ’ ଆତ୍ମପ୍ରକାଶ କଲା ୧୯୫୧ ମସିହା ଅଗଷ୍ଟ ମାସରେ । ସେହି ଅଗଷ୍ଟ…

କୁଳାଙ୍ଗାର ଉବାଚ : ସାବିତ୍ରୀ ସପ୍ତପଦୀ

ଡଃ.କୁଳାଙ୍ଗାର  ସାବିତ୍ରୀ ବ୍ରତ ଦିନ ସତ୍ୟବାନମାନେ ପଡୋଶୀ ମହିଳାଙ୍କୁ ଚାହାନ୍ତି; ଫେସବୁକରେ ଲେଖନ୍ତି ,ୟେ ତୁଛା ପ୍ରହସନ ଏଠି ସାବିତ୍ରୀ କିଏ କାହାଁନ୍ତି ? ପଚାରିଲି ମୁଁ ତମେ କଣ ସତରେ ଅସଲ ସାବିତ୍ରୀ ପରି ଧନ ? କହିଲା ମୋବାଇଲି ପ୍ୟାଟର୍ଣ୍ଣ କୋଡ୍ କୁହ ତମେ ଯଦି…

ଉପରାଷ୍ଟ୍ରପତିଙ୍କ ପରେ ଆରଏସଏସ ମୁଖ୍ୟଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ମାର୍କ ହଟାଇଲା ଟ୍ବିଟର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ପରେ ଏବେ ଆରଏସଏସ ମୁଖ୍ୟ ମୋହନ ଭଗବତଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ମାର୍କ ପ୍ରତ୍ୟାହାର କରିନେଇଛି ଟ୍ବିଟର। କେନ୍ଦ୍ର ସରକାର ଏବଂ ଟ୍ୱିଟର ମଧ୍ୟରେ ଚାଲିଥିବା ବିବାଦ କାରଣରୁ ଉପରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ଆକାଉଣ୍ଟ ଟ୍ବିଟର ହଟାଇଥିବା…