ବ୍ଲୁ ଟିକ୍ ହଟାଇବା ପରେ ପୁଣି ଫେରାଇଲା ଟ୍ବିଟର
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ବ୍ୟକ୍ତିଗତ ଆକାଉଣ୍ଟ (@MVenkaiahNaidu) ରୁ ଟ୍ୱିଟର ପକ୍ଷରୁ ଶନିବାର ଦିନ ବ୍ଲୁ ଟିକ୍ ହଟାଇ ଦିଆଯାଇଥିଲା। ହେଲେ କିଛି ଘଣ୍ଟା ମଧ୍ୟରେ ଟ୍ୱିଟର ପୁଣି ବ୍ଲୁ ଟିକ୍ କୁ ରିଷ୍ଟୋର୍ କରିଥିଲା।
କମ୍ପାନୀର ସୂଚନା ଅନୁଯାୟୀ, ଦୀର୍ଘ ଦିନ ଧରି…