ଜାତୀୟ ପ୍ରବେଶିକା ପରୀକ୍ଷା ପାଇଁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ କୋଚିଂ
ଭୁବନେଶ୍ବର : ଉଚ୍ଚଶିକ୍ଷାରୁ ବଞ୍ଚିତ ହେବେନି ଗରିବ ମେଧାବୀ । ରାଜ୍ୟର ଗରିବ ମେଧାବୀଙ୍କୁ ମିଳିବ ମାଗଣା ପ୍ରଶିକ୍ଷଣ । ରାଜ୍ୟରେ ଏକାଦଶ ଶ୍ରେଣୀର ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ବିଭିନ୍ନ ଜାତୀୟ ପ୍ରବେଶିକା ପରୀକ୍ଷାର କୋଚିଂ । ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା…