Latest Odisha News

BREAKING NEWS

Yearly Archives

2021

ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ଉଭଁରୀ ଯାତ୍ରା । ଏହି ଅବସରରେ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ…

ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲେ ୟୁପି ସରକାର

ଲ‌‌କ୍ଷ୍ନୌ: ଉତ୍ତରପ୍ରଦେଶ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ଦିନ ରାଜ୍ୟରେ କରୋନାଭାଇରସ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ବାତିଲ କରିଛି। ଦଶମ ଏବଂ ଏକାଦଶ ଶ୍ରେଣୀରେ ସେମାନଙ୍କର ପ୍ରଦର୍ଶନକୁ ଆଧାର କରି ଛାତ୍ରଛାତ୍ରୀମାନଙ୍କୁ…

ବିଶ୍ୱ ସାଇକେଲ ଦିବସ : ୩୬୫୩ ଦିଆସିଲି କାଠିରେ ପୁରୀର ଶାଶ୍ୱତ ତିଆରି କଲେ ସାଇକେଲ

ଭୁବନେଶ୍ୱର: ବିଶ୍ୱ ସାଇକେଲ ଦିବସ ଅବସରରେ ପୁରୀରେ ୧୮ ବର୍ଷୀୟ ଶାଶ୍ୱତ ରଂଜନ ସାହୁ ତିଆରି କରିଛନ୍ତି ଦିଆସିଲିରେ ସାଇକେଲ । ଆମେ ସୁସ୍ଥ ରହିବା ପାଇଁ ବିଶ୍ୱକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ଏହି ଦିଆସିଲିରେ ତିଆରି ସାଇକେଲ ଜରିଆରେ ସେ ବାର୍ତ୍ତା ଦେଇଛନ୍ତି । ପ୍ରାୟ ୩,୬୫୩ଟି…

ଖୁବ୍‌ ଶୀଘ୍ର ଏମ୍‌ବିବିଏସ୍‌ କଲେଜ ଖୋଲିବେ ବାବା ରାମଦେବ

ନୂଆଦିଲ୍ଲୀ: ନିକଟରେ ଏଲୋପାଥି ଔଷଧ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିଲେ ବାବା ରାମଦେବ। ଏଲୋପାଥିକୁ ଏକ 'ଷ୍ଟୁପିଡ୍‌ ସାଇନ୍ସ' ବୋଲି କହି ଏକ ତିକ୍ତ ବିବାଦ ସୃଷ୍ଟି କରିବା ପରେ ଯୋଗ ଗୁରୁ ବାବା ରାମଦେବ ଖୁବ ଶୀଘ୍ର ଦେଶରେ ଏକ ଏଲୋପାଥି ମେଡିକାଲ କଲେଜ ଅର୍ଥାତ୍‌…

କୋଭିଡ୍‌ ନିୟମ ଉଲ୍ଲଂଘନ କରିବା ଟାଇଗର୍‌ ଓ ଦିଶାଙ୍କୁ ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ: ଗୋଟିଏ ପଟେ କୋଭିଡ୍ ନିୟମ ମାନିବାକୁ ସରକାର ବାରମ୍ବାର ସଚେତନ କରାଉଥିବା ବେଳେ ଅନ୍ୟପଟେ ଲୋକମାନେ ଏହି ସଚେତନତା ବାର୍ତ୍ତାକୁ ଫୁ କରିଦେଉଥିବା ଦେଖିବାକୁ ମିଳିଛି। ଏହା ଭିତରେ ବଲିଉଡ୍‌ ସେଲିବ୍ରିଟି ଟାଇଗର୍‌ ଶ୍ରଫ୍‌ ଏବଂ ଦିଶା ପଠାନିଙ୍କ ବିରୋଧରେ କରୋନା ନିୟମ ଉଲ୍ଲଂଘନ…

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଏହି ଦିନ ପହଞ୍ଚିବ ଓଡ଼ିଶାରେ

ନୂଆଦିଲ୍ଲୀ: ଦେଶରେ ପାଦ ଥାପିଛି ମୌସୁମୀ । ଆଜି କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କେରଳର ଦକ୍ଷିଣାଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଖୁବ ଶୀଘ୍ର ସମଗ୍ର ଅଞ୍ଚଳକୁ ଛୁଇଁବ । ଏହାର ପ୍ରଭାବରେ କେରଳରେ ବର୍ଷା…

ଏକ ବଉଳ ଗଛର କାହାଣୀ…

ଶୀଳଭଦ୍ର ଶାସ୍ତ୍ରୀ ଏଇ ଯେଉଁ ଘଞ୍ଚ ବଉଳ ଗଛ ଆଜି ଆମ ପାଚେରୀ କଡରେ ଠିଆ ହୋଇଛି ଏ ହେଉଛି ଏକ ମୁକ ସାଖୀ। ପ୍ରାୟ ୧୫ ରୁ ୧୬ ବର୍ଷ ତଳେ ମୁଁ ଭୁବନେଶ୍ୱର କଚେରୀରୁ ଫେରିବା ବେଳେ ସେହି ହତାରେ ସାଇକେଲରେ ଚାରା ବିକୁ ଥିବା ଲୋକଟି ଠାରୁ ୫ଟଙ୍କା ଦେଇ ଏକ ବଉଳ ଚାରା ଆଣି ଥିଲି। ସେତେବେଳେ ଆମ…

୨୩୦୦ରୁ ଅଧିକ ପୋଲିସ କର୍ମଚାରୀ କରୋନା ପଜିଟିଭ

ଡେରାଡୁନ୍‌: ସୂଚନା ଅନୁଯାୟୀ ଉତ୍ତରାଖଣ୍ଡ ପୋଲିସର ପ୍ରାୟ ୨୩୦୦ରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୩ ପ୍ରତିଶତ ପୋଲିସ କର୍ମଚାରୀ କରୋନା ଟିକା ମଧ୍ୟ ନେଇଛନ୍ତି। ରାଜ୍ୟରେ ୨,୩୮୨ ଜଣ ପୋଲିସ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ବେଳେ ପାଞ୍ଚ…

ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ରାଜଦ୍ରୋହ ମାମଲା ଖାରଜ

ନୂଆଦିଲ୍ଲୀ: ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କୁ ବଡ଼ ଆଶ୍ୱସ୍ତି । ତାଙ୍କ ବିରୋଧରେ ହିମାଚଳ ପ୍ରଦେଶରେ ହୋଇଥିବା ରାଜଦ୍ରୋହ ମାମଲାକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ୟୁ. ୟୁ. ଲଳିତ ଓ ଜଷ୍ଟିସ ବିନୀତ ଶରଣଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିଥିଲେ । ବିନୋଦ ଦୁଆଙ୍କ ବିରୋଧରେ…

ଖୁବଶୀଘ୍ର ଆଉ ଗୋଟିଏ ମେନ୍ ଇନ୍ ଇଣ୍ଡିଆ ଭ୍ୟାକସିନ୍, ୩୦ କୋଟି ଡୋଜ୍ ପାଇଁ ଡିଲ୍

ନୂଆଦିଲ୍ଲୀ: କରୋନା ଟିକାକରଣ ଭିତରେ ଆଉ ଗୋଟିଏ ଖୁସି ଖବର ସାମନାକୁ ଆସିଛି । ଖୁବଶୀଘ୍ର ଦେଶ ପାଇବ ଆଉ ଗୋଟିଏ ମେଡ୍ ଇନ୍ ଇଣ୍ଡିଆ ଭ୍ୟାକସିନ୍ । ୩୦ କୋଟି ଡୋଜ୍ କରୋନା ଟିକା ପାଇଁ ହ୍ରାଇଦ୍ରାବାଦ ସ୍ଥିତ ଟିକା ନିର୍ମାତା କମ୍ପାନୀ ବାୟୋଲୋଜିକାଲ୍-ଇ ସହିତ ଡିଲ୍ କରିଥନ୍ତି କେନ୍ଦ୍ର ସରକାର ।…