ସାଂସଦ ସଞ୍ଜୟ ରାଉତଙ୍କ ବିରୋଧରେ ମାମଲା ରୁଜୁ
ନୂଆଦିଲ୍ଲୀ: ଶିବସେନା ନେତା ତଥା ସାଂସଦ ସଞ୍ଜୟ ରାଉତଙ୍କ ବିରୋଧରେ ମାମଲା ରୁଜୁ। ଏକ ସାକ୍ଷାତକାର ସମୟରେ ସେ (ବିଜେପି)ର ସଦସ୍ୟଙ୍କ ବିରୋଧରେ ଅପମାନଜନକ ଭାଷା ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ବିଜେପି ପକ୍ଷରୁ ତାଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି। ତେବେ ଏହି ଅଭିଯୋଗକୁ…