Latest Odisha News

BREAKING NEWS

Yearly Archives

2021

କରୋନାରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର: ନିଷ୍ଠୁର କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ମୁଖ୍ୟମନ୍ତ୍ରୀ…

ଭାରତକୁ ୩୦୦ରୁ ଅଧିକ ଅକ୍ସିଜେନ କନ୍‌ସେନ୍‌ଟ୍ରେଟର୍‌ ଦେଲା ଇରାନ

ନୂଆଦିଲ୍ଲୀ: କରୋନା ମୁକାବିଲା ନିମନ୍ତେ ଇରାନ ଶୁକ୍ରବାର ଦିନ ୩୦୦ ରୁ ଅଧିକ ଅକ୍ସିଜେନ କନ୍‌ସେନ୍‌ଟ୍ରେଟର୍‌ ଭାରତକୁ ପଠାଇଛି।ଏହି ଜରୁରୀ ଡାକ୍ତରୀ ସାମଗ୍ରୀ ଶୁକ୍ରବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛି। ଏ ନେଇ କରୋନା ମୁକାବିଲା ବିରୁଦ୍ଧରେ ଭାରତର ଲଢେଇରେ ଇରାନ ଦ୍ବାରା ଭାରତକୁ…

ପାଞ୍ଚ ମହଲା ବିଲଡିଂରୁ ଖସିଲା ସ୍ଲାବ, ୭ ଜଣଙ୍କର ମୃତ୍ୟୁ

ଥାନେ(ମହାରାଷ୍ଟ୍ର): ପାଞ୍ଚ ମହଲା ବିଲଡିଂରୁ ଖସିଲା ସ୍ଲାବ୍ । ଚାପି ହୋଇ ୭ ଜଣଙ୍କର ମୃତ୍ୟୁ ହୋଇଛି । ମହାରାଷ୍ଟ୍ର ଥାନେ ଅନ୍ତର୍ଗତ ଉଲ୍ଲାସନଗର ଅଞ୍ଚଳରେ ଏହି ଘଟଣା ଘଟିଛି । ଆଉ ୪-୫ ଜଣ ଚାପି ହୋଇ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇଛି । ପଞ୍ଚମ ମହଲାର ସ୍ଲାବ୍ ହଠାତ୍ ଖସି…

ବୁର୍ଲା ଭୀମସାରରେ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବାକୁ ଯୋଜନା

ସମ୍ୱଲପୁର: କରୋନାର ଦ୍ୱିତୀୟ ଲହରରେ ବହୁ ଶିଶୁ ସଂକ୍ରମିତ ହେଉଛନ୍ତି । ବିଶେଷଜ୍ଞ ଆକଳନ କରୁଛନ୍ତି ତୃତୀୟ ଲହରରେ ଶିଶୁ ବେଶୀ ସଂକ୍ରମିତ ହେବେ । ବୁର୍ଲୀ ଭୀମସାରରେ ଅଧିକ ଶିଶୁ କରୋନା ଆକ୍ରାନ୍ତ ହେବା ପରେ ସେଠାରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ଚିନ୍ତା କରୁଛନ୍ତି ମେଡିକାଲ୍…

ଦେଶରେ ଖସୁଛି ଦୈନିକ କରୋନା ଟ୍ରେଣ୍ଡ: ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ, ୨୨ ଲକ୍ଷକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି । ୨ ଲକ୍ଷ ତଳେ ରହୁଛି ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ବଢୁଛି ସୁସ୍ଥ ହାର । ଆକ୍ଟିଭ୍ କେସ୍ ସଂଖ୍ୟା ବି ଦ୍ରୁତ କମିବାରେ ଲାଗିଛି । ଦୈନିକ ପଜିଟିଭିଟି ରେଟ୍ କ୍ରମାଗତ ପଞ୍ଚମ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ: ଆଜି ଗଲା ଆଉ ୩୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ଏବେ କମିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ଲଗାମ । ବଢୁଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ଆଉ ୩୫ ଜଣଙ୍କର ଜୀବନ ନେଇଛି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫…

ଆଜି ରାଜ୍ୟରୁ ୭୧୮୮ କରୋନା ଆକ୍ରାନ୍ତ ଚିହ୍ନଟ, ୮ଜିଲ୍ଲାରେ ଶହେ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୧୦ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୧୮୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୨୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୧୬୨ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୧ଶହ ୩୪…

କରୋନା ନେଲା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବାରିପଦା: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ କନକ ନ୍ୟୁଜର କରଞ୍ଜିଆ ପ୍ରତିନିଧି । ତାଙ୍କ ନାଁ ଅସିତ କୁମାର ବେହେରା । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । ନିକଟରେ ସେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ବାରିପଦାର ଏକ…

ନବୀନଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ଦୁଇ ବର୍ଷ, ଆଜି ବସୁଛି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ଦଇ ବର୍ଷ ପୂରିଛି । ଏହି ସମୟ ଭିତରେ ରାଜନୈତିକ ସ୍ତରରେ ଅନେକ ସଫଳତା ହାସଲ କରିଛନ୍ତି । ଅନେକ ଜନକଲ୍ୟାଣକାରୀ ଯୋଜନାର ପ୍ରଚଳନ ସହ ବିକାଶମୂଳକ କାମ କରି ଲୋକଙ୍କ ବିଶ୍ୱାସ ଜିଣିଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚମ ପାଳିରେ ସରକାର କରୋନା…

ଗଳ୍ପ: ଭୋକ-ମାରୀ

ଲୋପାମୁଦ୍ରା ପରିଡା  ଏଇ ଆମ ଦୋ'ତାଲା ଉପରୁ ରାସ୍ତାକୁ ଦେଖୁଥିଲି । ଚବିଶ ଘଣ୍ଟା ପେଁ ପେଁ ପେଁ କରୁଥିବା ଏ ରାସ୍ତା ଏବେ ଗଦ ଶୁଙ୍ଘେଇଲା ପରି ଅଚେତା ପଡିଥାଏ । ସଟ୍ ଡାଉନ ପରା ।ମଣିଷ ଭୁଲିଗଲାଣି ସଂସାର ଚଳମାନ ବୋଲି । ହଠାତ୍ ଦିଶିଲା ସିଏ । ନୂଆ ଚିଜଟେ ଦେଖିଲା ପରି ଆଖି ଆପେ ଆପେ…