ବିଧାନସଭା କ’ଣ କୁରୁକ୍ଷେତ୍ର ?
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…
ଆମର ଏ ପ୍ରିୟ ରାଜ୍ୟ ଓଡ଼ିଶା ଖଣିଜ, ବନ, ଜଳ ସମ୍ପଦର ବିଶାଳ ଭଣ୍ଡାର । କିନ୍ତୁ ଶିଳ୍ପ ଓ କୃଷି କ୍ଷେତ୍ରରେ ଆଶାନୁରୂପ ଅଗ୍ରସର ହୋଇପାରୁନାହିଁ । ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଅଧିକାଂଶ ଜମିରେ…