ପତଂଜଳିର ତେଲ ଫ୍ୟାକ୍ଟ୍ରିକୁ ସିଲ୍ କଲା ରାଜସ୍ଥାନ ସରକାର
ରାଜସ୍ଥାନ: ଏଲୋପାଥିକୁ ନିନ୍ଦା କରିବା ବାବା ରାମଦେବଙ୍କୁ ବେଶ ମହଙ୍ଗା ପଡିଛି । ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (IMA) ହଜାରେ କୋଟିର ମାନହାନୀ ମକଦ୍ଦମା କରିବା ପରେ ଏବେ ରାଜସ୍ଥାନ ସରକାରଙ୍କ ରାଡାର୍ରେ ବାବା ରାମଦେବ । ଗତକାଲି ରାତିରେ ରାଜସ୍ଥାନ ସରକାରଙ୍କର ଏକ ଟିମ୍ ବାବା ରାମଦେବଙ୍କ…