ଦେଶରେ ଖସୁଛି ଦୈନିକ ସଂକ୍ରମଣ, ଜାଣନ୍ତୁ କେତେ ପଜିଟିଭ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ସାରା ଦେଶରେ ୨ ଲକ୍ଷ ୧୧ ହଜାର ୨୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩ ହଜାର ୮୪୭ ଟପିଛି ଦୈନିକ କରୋନା ମୃତ୍ୟୁ ସଂଖ୍ୟା।
ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨…