ଭୁବନେଶ୍ୱରରେ ବୁଧବାର ବନ୍ଦ ରହିବ ଟିକାକରଣ
ଭୁବନେଶ୍ୱର: ବାତ୍ୟା 'ୟାସ୍'କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ପକ୍ଷରୁ ଆସନ୍ତା ଶନିବାର ଯାଏଁ ଟୀକାକରଣକୁ ସ୍ଥଗିତ ରହିବ।
“ଆସନ୍ତାକାଲି ତଥା ମେ ୨୬ ତାରିଖରେ ହେବାକୁ ଥିବା ଟୀକାକରଣ ଆଗାମୀ ୨୯ ତାରିଖରେ କରାଯିବ ବୋଲି ଧାର୍ଯ୍ୟ କରାଯାଇଛି। ବିଏମସି…