Latest Odisha News

BREAKING NEWS

Yearly Archives

2021

ଯୋଶ୍‌ରେ ୟଶ୍

ଫୁଲ୍ ଯୋଶ୍‌ରେ ମାଡି ଆସୁଛି ୟଶ୍ । ସାମୁଦ୍ରିକ ଝଡ଼ ୟଶ୍ ପାରାଦୀପ-ସାଗରଦୀପ ମଝିରେ ଲ୍ୟାଣ୍ଡ ଫଲ୍ କରିବା ନେଇ ସବୁଆଡେ ସତର୍କ ସୂଚନା । ଆଗକୁ ପୁର୍ଣ୍ଣିର୍ିର୍ମା ଥିବାରୁ ବିପଦ ବଢିବାର ଆଶଙ୍କା କରାଯାଉଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ସହ ପବନ ବହିବ । ସେହିଭଳି ବାତ୍ୟା ସମୟରେ…

କବିତା : ଆଉ କେତେ ବଞ୍ଚିବା

ଦିଲୀପ କୁମାର ପଣ୍ଡା ତୁମେ ପଚାରୁ ଥିଲ ନା ଆଉ ପାଞ୍ଚ କି ଦଶ ବର୍ଷ ଅଧିକ ବଞ୍ଚିଲେ କି ନିହାଲ କରିଦେବ ବୋଲି ! ପ୍ରକୃତରେ ଆମେ ବଞ୍ଚିବାର ବୟସ ବଞ୍ଚିବା ବେଳେ କ'ଣ ଟା ନିହାଲ କରିଥାଉ ଯେ , ଗୋଟେ ପରେ ଗୋଟେ କାମନାର ପୂରଣ ବ୍ୟତୀତ ଆଉ କିଛି କରିବାର ନ ଥାଏ ବୋଲି କେବଳ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୫-୫-୨୦୨୧ ମଙ୍ଗଳବାର  ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨୫ ରିଖ ମଙ୍ଗଳ ବାର ବୃଷ ୧୧ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ସ୍ବାତୀ ନକ୍ଷତ୍ର ସକାଳ ଘ୭ଟା୮ମିନିଟ୍ ପର୍ଯ୍ୟନ୍ତ ତାପରେ ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର ଭୋଗ ହେବ। ଘାତ ବାର-:…

ପରପାରିରେ ଆଧ୍ୟାତ୍ମିକ ପ୍ରବଚକ ଚାରଣ ରାମଦାସ

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ପ୍ରବଚକ, ଚାରଣ ରାମଦାସଙ୍କର ପରଲୋକ ଘଟିଛି। ଗତ କିଛି ଦିନ ହେଲା, ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କ ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବା ସହ ଫୁସଫୁସ ପ୍ରଭାବିତ ହୋଇଥିଲା। ଚାରଣ ରାମଦାସ ଜଣେ ଲୋକପ୍ରିୟ…

ପୁରୀରେ ବର୍ଷା ସହିତ ପବନ

ପୁରୀ: ସମୁଦ୍ରିକ ଝଡ଼ ୟଶ ପ୍ରଭାବ । ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେଇଯାଇଥିବ ବେଳେ ପୁରୀ ସହରରେ ମଧ୍ୟ ଧୀରେ ଧୀରେ ବର୍ଷା ପଡିବା ଆରଂଭ କଲାଣି। ଅପରାହ୍ନରୁ ପାଗ ମେଘୁଆ ଥିବା ବେଳେ ଝିପି ଝିପି ବର୍ଷା ଲାଗି ରହିଛି। ପବନରେ ବେଗ ମଧ୍ୟ ସାମାନ୍ୟ ଅଧିକ ରହିଛି। ତେବେ ୟଶର ପ୍ରଭାବ…

ବାତ୍ୟା ପାଇଁ ୬ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ଉପକୂଳ ମୁହାଁ ବାତ୍ୟା ୟଶ । ଧିରେ ଧିରେ ଭୟଙ୍କର ରୂପ ନେଇ ମାଡ଼ି ଆସୁଛି ବାତ୍ୟା । ବାତ୍ୟାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାରେ କୋଭିଡ୍ ଟିକାକରଣ ଓ ଘରକୁ ଘର ସର୍ଭେ କାର୍ଯ୍ୟକ୍ରମକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ…

ଅକାଳରେ ଜୀବନ ନେଇଗଲା ବାସି ବିରିଆନି

ଉମରକୋଟ: ବାସି ଖାଦ୍ୟ ଖାଇ ନବାଳିକାର ମୃତ୍ୟୁ । ପଡିଶା ଘରୁ ବାସି ବିରିଆନି ଆଣି ଖାଇବା ଦୁଇଦୁଇଟି ପରିବାରକୁ ମହଙ୍ଗା ପଡିଛି । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ କରୁଛନ୍ତି । ତଥାପି ବାସି ବିରିଆନି ଖାଇ ଜଣେ ନାବାଳିକାର ମୃତ୍ୟୁ…

ବିଷାକ୍ତ ଛତୁ ଖାଇ ୩ ଗୁରୁତର

କଲଦା: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଗୁରୁତର । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କେରେଜୋଳି ପଞ୍ଚାୟତ ଅନ୍ତର୍ଗତ କଲଦା ଗାଁରେ ଘଟିଛି ଘଟଣା । ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି…

ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ‘ୟଶ’ । ଅତି ଭୀଷଣ ରୂପ ଧାରଣ କରି ସ୍ଥଳଭାଗ ଆଡ଼କୁ ମାଡ଼ିଆସୁଛି ବାତ୍ୟା । ଏବେ ବାତ୍ୟା ୟଶ ପାରାଦୀପଠାରୁ ୪୫୦ କିଲୋମିଟର ଦୂରରେ ଥିବା ବେଳେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି । ସେହିପରି ଦକ୍ଷିଣ-ଦକ୍ଷିଣପୂର୍ବ ବାଲେଶ୍ବର ଠାରୁ ୫୫୦…

କୋଭିଡ ସମୟରେ ଭୁବନେଶ୍ବର ଏମସ ପକ୍ଷରୁ ଆରମ୍ଭ ହେଲା ସ୍ବତନ୍ତ୍ର ସେବା

ଭୁବନେଶ୍ବର : କରୋନା ମହାମାରୀ ସମୟରେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସାଧାରଣ ଲୋକ । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଡାକ୍ତରଖାନାରେ ଉପଲବ୍ଧ ଥିବା ବେଡ୍ ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ସୂଚନା ପାଇବାରେ ସମସ୍ୟା ଉପୁଜୁଛି । ଖାସକରି କୋଭିଡ…