Latest Odisha News

BREAKING NEWS

Yearly Archives

2021

ରାଜ୍ୟର ଆଉ ୮ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ପିଏସଏ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ

ଭୁବନେଶ୍ବର : ଓଡିଶାର ଆଉ ୮ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ପିଏସଏ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ । ରାଜ୍ୟରେ ପିଏସଏ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଅନୁମୋଦନ ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଯଦିଓ ମୁଁ ଓଡ଼ିଶା ଠାରୁ ବହୁତ ଦୂରରେ ରହେ ତଥାପି ମୁଁ ଓଡ଼ିଆରେ କଥା ହେବାକୁ ଭଲ ପାଏ : ଅନ୍ୱେଷା ଦାସ

ମୁଁ ଦଶ ବର୍ଷରୁ ଅଧିକ ସମୟ ଧରି ଆମେରିକାର ଭରତନାଟ୍ୟମ୍ ନୃତ୍ୟଶିଳ୍ପୀ ଅନ୍ଵେଷା ଦାସଙ୍କୁ ଭେଟିଛି । କିନ୍ତୁ ସେ କେବେ ବି ଜାଣିପାରି ନ ଥିଲି ଯେ ସେ ସେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ତଥା ଆଇଏଏସ୍ ଅଫିସର ଶକ୍ତିକାନ୍ତ ଦାସଙ୍କ ଝିଅ ବୋଲି । ଆମ ଜୀବନରେ ଆମେ କ୍ୱଚିତ୍ ଏପରି ଏକ କଳାକାରଙ୍କୁ…

ବାତ୍ୟା ‘ୟଶ’ ଲାଗି ଟ୍ବିନସିଟିରେ ପ୍ରସ୍ତୁତି

ଭୁବନେଶ୍ୱର/କଟକ: ବାତ୍ୟା 'ୟଶ'ର ମୁକାବିଲା ପାଇଁ କଟକ ଏବଂ ଭୁବନେଶ୍ୱରରେ ପ୍ରଶାସନ ପକ୍ଷରୁ ଅନେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜଳବନ୍ଦୀ ହେବା ଆଶଙ୍କାରେ ଭୁବନେଶ୍ୱରର ଅନେକ ଅଞ୍ଚଳରେ ପମ୍ପ ଲଗାଯାଉଥିବା ସୂଚନା ମିଳିଛି। ବିଏମସି ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି।…

ଇଂଲଣ୍ଡ ଗସ୍ତରେ ଧୋନୀ, ଲୟଡଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ କୋହଲି

ନୂଆଦିଲ୍ଲୀ: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଓ ଇଂଲଣ୍ଡ ବିପକ୍ଷ ସିିରିଜ ଖେଳିବାକୁ ଯାଉଛି । କୋହଲି ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ପଡିଆକୁ ଓହ୍ଲାଇବା ମାତ୍ରେ ଭାରତ ପକ୍ଷରୁ ସର୍ବାଧିକ ମ୍ୟାଚରେ ନେତୃତ୍ୱ କରିବା ଗୌରବ ଅର୍ଜନ କରିବେ । ସେ…

ଝାରପଡ଼ା ଜେଲରୁ ମିଳିଲା ଆଉ ଏକ ମୋବାଇଲ

ଭୁବନେଶ୍ବର : ଜେଲରେ ହେଉଛି ଚଢ଼ାଉ । ଜବତ ହେଉଛି ବିପୁଳ ସାମଗ୍ରୀ । ହେଲେ ପୁଣି ଜଏଦୀଙ୍କ ନିକଟରୁ ଜବତ ହେଉଛି ବେଆଇନ ସାମଗ୍ରୀ । ଆଜି ଝାରପଡ଼ା ଜେଲରୁ ମିଳିଛି ଆଉ ଏକ ମୋବାଇଲ । ଜେଲ୍ ଅଧିକ୍ଷକଙ୍କ ନେତୃତ୍ବରେ ହୋଇଥିବା ଚଢ଼ାଉ ବେଳେ ମୋବାଇଲ ଜବତ କରାଯାଇଛି । ମାଟି ତଳେ ପୋତା ହୋଇ…

ବାତ୍ୟା ‘ୟଶ’: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’। ୨୫ ତାରିଖ ବେଳକୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ…

ବାତ୍ୟା ‘ୟଶ’ ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା

ଭୁବନେଶ୍ବର : ଆସୁଛି ବାତ୍ୟା । ଅବପାତରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ । ତେବେ ୨୬ ତାରିଖ ସନ୍ଧ୍ୟାରେ ପାରାଦୀପ ଓ ସାଗରଦୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଏହା ପୂର୍ବରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ବାତ୍ୟାକୁ କିପରି…

ଆସିନି ବାତ୍ୟା, ଝଡବର୍ଷା ଭାଙ୍ଗିଦେଲା ଘର ଦୁଆର

ମାଲକାନଗିରି: ବାତ୍ୟା ୟସ୍ ପାଇଁ ଉପକୂଳବର୍ତ୍ତି ଜିଲ୍ଲାଗୁଡିକ ସଜାଗ ଥିବାବେଳେ ମାଲାକନଗିରି ଜିଲ୍ଲାରେ ଘୁର୍ଣ୍ଣିଝଡ ସହ ପ୍ରବଳ ବର୍ଷାରେ ବ୍ୟପକ କ୍ଷୟକ୍ଷତି ହୋଇଛି । ପଡିଆ ବ୍ଲକରେ ପ୍ରବଳ ବର୍ଷା ଓ ଝଡରେ ୩୦ରୁ ଅଧିକ ଲୋକଙ୍କ ଘର ଭାଙ୍ଗିଥିବାବେଳେ ଟିଣ ଘରର ଛପର ଉଡିଯାଇଛି । ରାସ୍ତାରେ…

ପଞ୍ଜାବ ସରକାରଙ୍କୁ ସିଧାସଳଖ ଟୀକା ଦେବାକୁ ମନା କଲା ମୋଡେର୍ଣ୍ଣା

ଚଣ୍ଡୀଗଡ:ଆମେରିକାର ବୋଷ୍ଟନରେ ତିଆରି ହେଉଥିବା ମୋଡେର୍ଣ୍ଣା ଟୀକା ନେବା ପାଇଁ ପଞ୍ଜାବ ସରକାର ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଛି । କମ୍ପାନୀ ସିଧାସଳଖ ରାଜ୍ୟ ସରକାରଙ୍କୁ ଟୀକା ଦେଇପାରିବ ନାହିଁ ବୋଲି କହିଛି । ଯଦି ଟୀକା ଦିଆଯିବ ତାହାହେଲେ ଭାରତ ସରକାର ମାଧ୍ୟମରେ ବୋଲି ସ୍ପଷ୍ଟ କରିଛି…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୧୦୪୧ କରୋନା ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଇଁ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ଏଠାରୁ ସଂଖ୍ୟାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି କ୍ରମରେ ଆଜି ଭୁବନେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୦୪୧ ପଜିଟିଭ । କ୍ବାରେଣ୍ଟାଇନରୁ ୧୫୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୮୯୦ ।…