ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ପ୍ରବାହ ବେଳେ ମ୍ୟୁକରମାଇକୋସିସ୍ ବା ବ୍ଲାକ୍ ଫଙ୍ଗସ୍ ନୂଆ ବିପଦ ଭାବେ ଛିଡ଼ା ହୋଇଛି । ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶକୁ ମହାମାରୀ ରୋଗ ଅଧିନିୟମ-୧୮୯୭ ଅନୁସାରେ ବ୍ଲାକ ଫଙ୍ଗସକୁ ଅନ୍ତର୍ଭୁକ୍ତ…