ଗୁଜରାଟର ଗିର୍ ସୋମନାଥରେ ୪.୫ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଅନୁଭୂତ
ଗୁଜରାଟ: ଗୁଜରାଟରେ ସୋମବାର ସକାଳେ ଗିର୍ ସୋମନାଥ ଜିଲ୍ଲାରେ ୪.୫ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଛି ବୋଲି ଅଧିକାରୀମାନେ କହିଛନ୍ତି।
ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି କିମ୍ବା ଧନ ଜୀବନ ନଷ୍ଟ ହୋଇନଥିବା ସୂଚନା ମିଳିଛି।
ଗାନ୍ଧିନଗର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍…