Latest Odisha News

BREAKING NEWS

Yearly Archives

2021

[ଭିଡ଼ିଓ] ବିଜେଡିରେ ମିଶିଲେ ବିଜେପି ନେତା ଧନୁର୍ଜୟ ସିଦ୍ଧୁ

ଭୁବନେଶ୍ବର: ବିଜେଡିରେ ମିଶିଲେ ତେଲକୋଇର ବିଜେପି ନେତା ଧନୁର୍ଜୟ ସିଦ୍ଧୁ । ତେଲକୋଇର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ । ବିଜୁ ଜନତା ଦଳ ପକ୍ଷରୁ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ବିଜେଡିରେ ସାମିଲ ହୋଇଛନ୍ତି । ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ…

[ଭିଡିଓ] ଗୋଆରେ ଆଦିବାସୀ ମହିଳାଙ୍କ ସହ ନାଚିଲେ ପ୍ରିୟଙ୍କା ଗାନ୍ଧି

ଗୋଆ : ଗୋଆ ଗସ୍ତରେ ପ୍ରିୟଙ୍କା ଗାନ୍ଧି । ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଗୋଆ ମାରପିର୍ଲା ଗାଁ ରେ ପହଁଞ୍ଚିଛନ୍ତି କଂଗ୍ରେସ ସଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧି। ସେଠାରେ ପ୍ରିୟଙ୍କା ଆଦିବାସୀ ମହିଳାଙ୍କ ସହିତ ପାରମ୍ପରକି ଆଦିବାସୀ ନୃତ୍ୟରେ ତାଳଦେଇ ନାଚିଥିଲେ। ଯାହାର ଭିଡିଓ ଏବେ…

ଶୀତକାଳିନ ଅଧିବେସନ ଅଧାରୁ ବନ୍ଦ ନେଇ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ଟିମ୍

ଭୁବନେଶ୍ଵର : ବାରମ୍ବାର ଶୀତକାଳିନ ଅଧିବସେନ ଅଧାରୁ ବନ୍ଦ ହେବା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ। ବାରମ୍ବାର ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ରହୁଥିଲା । ଏହି ପ୍ରସଙ୍ଗ ନେଇ ଆଜି ରାଜ୍ୟପାଳଙ୍କୁ ଭେଟିଥିଲା ବିଜେପି ପ୍ରତିନିଧି ଦଳ। ଶୁକ୍ରବାର ବିଧାନସଭା ଅଧିବେସନ…

କଂଗ୍ରେସ କର୍ମୀଙ୍କୁ ପୋଲିସର ମାଡ଼ ଘଟଣା: ବିଚାରବିଭାଗୀୟ ତଦନ୍ତ ଦାବି କଲେ ନରସିଂହ

ଭୁବନେଶ୍ୱର: ବିକ୍ଷୋଭ ପ୍ରଦର୍ଶନ ବେଳେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସର ମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ବରିଷ୍ଠ ବିଧାୟକ ନରସିଂହ ମିଶ୍ର । ପ୍ରେସମିଟରେ ଘଟଣାକୁ ନିନ୍ଦା କରିବା ସହ ପୋଲିସ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ନରସିଂହ କହିଛନ୍ତି, ଗୋଡ଼େଇ ପିଟିବା ଓ ମୁଣ୍ଡ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାକୁ ମିଶାଇ…

ଭୁବନେଶ୍ୱରରେ ପହଞ୍ଚିଲା JWO ରାଣା ପ୍ରତାପଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ତାମିଲନାଡୁରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ ଓଡ଼ିଆ ବାୟୁସେନା ଅଫିସର ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର । ଦିଲ୍ଲୀରୁ ମର ଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ସେଠାରେ ରାଣା ପ୍ରତାପ ଦାସଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା । ହିତାଧିକାରୀଙ୍କୁ ଆଉ ୪ ମାସ ମିଳିବ ଅତିରିକ୍ତ ଚାଉଳ । ହିତାଧିକାରୀ ପିଛା ମାସକୁ ୫ କେଜି ଅତିରିକ୍ତ ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ…

ଆଶେସ ଶୃଙ୍ଖଳା : ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆର ବୃହତ ବିଜୟ

ବ୍ରିସବେନ:ଏଠାରେ ଅନୁଷ୍ଠିତ ଆଶେସ ସିରିଜର ପ୍ରଥମ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ବୃହତ ବିଜୟ ହାସଲ କରିଛି । ପ୍ରଥମ ଇନିଂସରେ ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରି ଇଂଲଣ୍ଡ ୧୪୭ ରନ କରି ଅଲଆଉଟ ହେବା ପରେ ଅଷ୍ଟ୍ରେଲିଆ ୪୨୫ ରନ ସଂଗ୍ରହ କରିଥିଲା । ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୨୯୭…

ଆଜି ଜନ୍ମମାଟିରେ ପହଞ୍ଚିବ ଓଡ଼ିଆ ଯବାନ ରାଣା ପ୍ରତାପଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ । ତାଙ୍କର ମର ଶରୀରକୁ ଚିହ୍ନଟ କରାଯାଇଛି । ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ପରେ ବାୟୁସେନା ପକ୍ଷରୁ ପାର୍ଥିବ ଶରୀରକୁ ଭୁବନେଶ୍ୱର ପଠାଯିବ ।…

ହେଲିକପ୍ଟର ଦୁର୍ଘଟଣା: ଓଡ଼ିଶାର ବୀରପୁତ୍ର ରାଣା ପ୍ରତାପଙ୍କ ସମେତ ୬ ଯବାନଙ୍କ ମୃତଦେହ ଚିହ୍ନଟ

ନୂଆଦିଲ୍ଲୀ: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଆଉ ୬ ଯବାନଙ୍କ ମୃତଦେହ ଚିହ୍ନଟ ହୋଇଛି । ସେମାନଙ୍କ ଭିତରେ ଅଛନ୍ତ ଓଡ଼ିଶାର ବୀରପୁତ୍ର ଔଡଙ ରାଣା ପ୍ରତାପ ଦାସ । ଅନ୍ୟମାନେ ହେଲେ ଓ୍ୱିଙ୍ଗ କମାଣ୍ଡର ପି. ଏସ୍. ଚୌହ୍ୱାନ୍, ହାବିଲଦାର ପ୍ରଦୀପ ଏ, ଲାନ୍ସ ନାଏକ ବି.…