କୋଭିଡ ସମୟରେ ରାଉରକେଲାରେ ଗୃହ ସଙ୍ଗରୋଧରେ ଥିବା ବ୍ୟକ୍ତିଙ୍କ ପାଖରେ ପହଞ୍ଚୁଛି ରାପିଡ୍ ରେସପନ୍ସ ଟିମ୍
ରାଉରକେଲା : ରାଉରକେଲା ସହରରେ କରୋନା ସଂକ୍ରମଣର ଚେନ୍ ଭାଙ୍ଗିବା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛି ରାପିଡ୍ ରେସପନ୍ସ ଟିମ୍ ବା ଆରଆରଟି । ଘରକୁ ଘର ବୁଲି ହୋମ୍ ଆଇସୋଲେସନରେ ଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରି ଔଷଧ ବଣ୍ଟନ କରୁଛି ଟିମ୍ । ଶରୀରର ତାପମାତ୍ରା ଓ…