Latest Odisha News

BREAKING NEWS

Yearly Archives

2021

ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା, ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ

ଯାଜପୁର: ବିବାହ ପ୍ରତିଶ୍ରୁତି ଦେଇ ଠକିଦେଲା ପ୍ରେମିକ । ନ୍ୟାୟ ପାଇଁ ଏବେ ପ୍ରେମିକ ଘର ଆଗରେ ଧାରଣାରେ ବସିଛନ୍ତି ପ୍ରେମିକା । ଯାଜପୁର ଜିଲ୍ଲା କୋରାଇ ଥାନା ରଗଡ଼ି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ ହୋଇଛି, ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରିରୀକ ସମ୍ପର୍କ ରଖିବା…

ଚିନ୍ତା ବଢ଼ାଇଲା ଓମିକ୍ରନ: ମୁମ୍ବାଇରେ ଦୁଇ ଦିନ ପାଇଁ ୧୪୪ ଧାରା ଲାଗୁ

ମୁମ୍ବାଇ: ସାରା ବିଶ୍ୱରେ ଓମିକ୍ରନ୍ ଚିନ୍ତା ବଢ଼ାଇଛି । ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ମୁମ୍ବାଇରେ ସଂକ୍ରମିତ ଚିହ୍ନଟ ପରେ ମହାରାଷ୍ଟ୍ର ସରକାର କଟକଣା କଡ଼ାକଡ଼ି କରିଛନ୍ତି । ଆଜି ଓ ଆସନ୍ତାକାଲି ଦୁଇ ଦିନ ମୁମ୍ବାଇରେ ଜାରି ହୋଇଛି ୧୪୪ ଧାରା । ଗୋଟିଏ ସ୍ଥାନରେ ଜନ…

ବିଧାୟକ ନିଖୋଜ, କାନ୍ଥବାଡ଼ରେ ଲାଗିଲା ପୋଷ୍ଟର

ରାଉରକେଲା: ବିଧାୟକ ନିଖୋଜ ନେଇ ଲାଗିଲା ପୋଷ୍ଟର । ରଘୁନାଥପାଲ୍ଲୀର ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ ନେଇ ପୋଷ୍ଟର ଲାଗିଛି । ରାଉରକେଲା ସେକ୍ଟର-୬ ହିଲଟପ୍ ଅଞ୍ଚଳରେ ଏଭଳି ପୋଷ୍ଟର ଦେଖିବାକୁ ମିଳିଛି । ଯେଉଁଥିରେ ଲେଖାଅଛି, ବିଜେଡି ବିଧାୟକ ସୁବ୍ରତ ତରାଇ ନିଖୋଜ । ନିର୍ବାଚନ ପରଠୁ…

ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସ୍ଥଗିତ । ଡିସେମ୍ୱର ମାସର ଗାଇଡଲାଇନ ଅନୁସାରେ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ହୋଇଛି । ଏନେଇ ଗତକାଲି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଧନୁଯାତ୍ରା କମିଟିର…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲକ୍ଷାଧିକ ଟଙ୍କା ଲୁଟ୍

ସୋର: ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍ । ତେଳ ପକାଇବା ବାହାନରେ ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲକ୍ଷାଧିକ ଟଙ୍କା ଧରି ଚମ୍ପଟ ମାରିଲେ ଦୁଇ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ସୋରଠାରେ ଥିବା ଏକ ପେଟ୍ରୋଲ ପମ୍ପରୁ ଗତକାଲି ରାତିରେ ଏହି ସଶସ୍ତ୍ର ଡକାୟତି ହୋଇଛି । ଦୁଇ ଜଣ ବାଇକ୍…

ଢୋଲ ମାଦଲର ତାଳରେ ଆୟୋଜିତ ହେଲା ‘ରଙ୍ଗବତୀ ଉତ୍ସବ’

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଦୁଇଦିନ ଧରି ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ 'ରଙ୍ଗବତୀ' ଉତ୍ସବ ଆୟୋଜିତ ହୋଇ ଯାଇଛି। ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଶିଳ୍ପୀମାନେ ଏହି ଉତ୍ସବରେ ଭାଗ ନେଇ ନୃତ୍ୟ…

ରାଜେନ୍ଦ୍ର କୁମାର ରାଉଳ ଓ ସୃଷ୍ଟିଶ୍ରୀ ନାଏକ ପାଇବେ ‘ଟାଇମ୍‌ପାସ୍‍ ବୁକର୍‌ ପୁରସ୍କାର’

ଭୁବନେଶ୍ୱର : ଅଗ୍ରଣୀ ପ୍ରକାଶନ ସଂସ୍ଥା ଟାଇମପାସ ପକ୍ଷରୁ ଯୁବଲେଖକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ଉତ୍ସାହଜନକ ‘ଟାଇମ୍‌ପାସ୍‍ ବୁକର୍‌ ପୁରସ୍କାର’ ୨୦୨୦ ମସିହା ପାଇଁ ରାଜେନ୍ଦ୍ର କୁମାର ରାଉଳଙ୍କ ଗଳ୍ପ ପାଣ୍ଡୁଲିପି ‘ଟେଲିଗ୍ରାମ୍‍’ ଓ ୨୦୨୧ ମସିହା ପାଇଁ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଭାଗ : ୨୩ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ, ପ୍ରଭୁଙ୍କର ଦାରୁ ଶରୀର ବା ଦରବୀୟ ତନୁରେ ବ୍ରହ୍ମ ସଂଯୁକ୍ତ ହୋଇ ଦାରୁବ୍ରହ୍ମ ରୂପେ ବିଦିତ ହୁଅନ୍ତି । ଏହିଠାରେ ମନରେ ପ୍ରଶ୍ନ ଆସେ, ଏତେ ବିଖ୍ୟାତ ଠାକୁର…

ଧାରାବାହିକ ଉପନ୍ୟାସ : ଦେବୀ (୧୦)

କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୧୦ ଯେତେବେଳେ ସମଗ୍ର ପୃଥିବୀ ନୀରବ ନିଶ୍ଚଳ ସେତେବେଳେ ହିଁ ଦେବୀ ହୃଦୟରେ ଝଙ୍କୁରିତ ହୁଏ ଏକ ବିଚିତ୍ର ସ୍ୱର। ସତେ ଯେମିତି ସଂସାରର ସମସ୍ତ ନିପୂଣ କଣ୍ଠଶିଳ୍ପୀ ଏକ ସ୍ୱର - ଲୟ - ତାଳରେ ଗାଇଛନ୍ତି ଏକ ସ୍ୱର୍ଗୀୟ ରାଗ। ଦେବୀ…

ଭୋଗ, ନୈବେଦ୍ୟ, ମଣୋହି

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର ” ଶୀର୍ଷକ ଆଧାରିତ ତିନିଗୋଟି ଶବ୍ଦ ସମାର୍ଥବୋଧକ । ଭୋଗ ଲାଗେ, ନୈବେଦ୍ୟ ଅର୍ପଣ କରାଯାଏ ଓ ମଣୋହି- ଏକ ସମ୍ଭ୍ରାନ୍ତ ଶବ୍ଦ, ଯାହା ରାଜା ଦେବତା ପ୍ରଭୃତିଙ୍କ ଖାଦ୍ୟ ଗ୍ରହଣ ବିଧିକୁ ସୂଚାଇ ଥାଏ । ଶ୍ରୀମନ୍ଦିରରେ ଏହି…