Latest Odisha News

BREAKING NEWS

Yearly Archives

2021

ଇଦ୍ ମୁବାରକ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ପାଳନ କରାଯାଉଛି ପବିତ୍ର ଇଦ୍ ଉଲ୍ ଫିତର୍। ଏହି ଅବସରରେ ମୁସଲମାନ ଭାଇ ଭଉଣୀମାନଙ୍କୁ ଟ୍ୱିଟ୍ କରି ଇଦ୍ ମୁବାରକ୍ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହ ସେ ଟ୍ୱିଟରେ ଲେଖିଛନ୍ତି ଯେ, ଇଦ୍ ଜୀବନରେ ଖୁସି, ଉତ୍ତମ ସ୍ବାସ୍ଥ୍ୟ, ଭଲ ପାଇବା ଭରିଦେବା ସହ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୧୪-୫-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୧୪ ରିଖ ଶୁକ୍ରବାର ମେଷ ୩୧ ଦିନ ବୈଶାଖ ମାସ ଶୁକ୍ଳ ପକ୍ଷ ଦିତିୟା ଭୁକ୍ତ ତୃତୀୟା ତିଥି ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର ଘାତ ବାର-: ବିଛା, ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର-: ବିଛା ରାଶି…

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସୂଚନା ଅନୁଯାୟୀ, ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର ଲାଗି ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ କୋଭିଡ଼ର…

ଶ୍ରୀମନ୍ଦିର ସେବାୟତଙ୍କୁ ୧୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତ ମାନଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ, ମୋଟ ୨୪୬୩ ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦିଆଯାଇଛି। କୋଭିଡର ପ୍ରଥମ ଲହରରେ ମଧ୍ୟ ସେବାୟତ ପରିବାରଙ୍କୁ ୪ଟି କିସ୍ତିରେ ୫…

ଦ୍ୱାରକାଧୀଶଙ୍କ ଭବ୍ୟ ମନ୍ଦିର

ଗୁଜୁରାଟ: ୪ ଧାମରୁ ମୁଖ୍ୟ ପଶ୍ଚିମର ଦ୍ୱାରକା ଧାମ । ଯେଉଁଠି ଲୀଳା କରନ୍ତି ବିଷ୍ଣୁ । ସମୁଦ୍ରକୂଳରେ ପ୍ରାଚୀନ ନଗରୀ । ଯେଉଁଠି ଲୁଚି ରହିଛି ରହସ୍ୟ । ହେଲେ ସେଠି ରହିଛି ଏକ ଭବ୍ୟ ମନ୍ଦିର । ଯେଉଁଠି ବିଷ୍ଣୁଙ୍କ ଅବତାର ପୂଜା ପାଉଛନ୍ତି । ସେହି ଦେବ ସ୍ଥାନରେ ରହିଛି ଲୋକଙ୍କର ଆସ୍ଥା ଓ…

ଅପହଞ୍ଚ ଇଲାକାରେ ବିକାଶ

ମାଲକାନଗିରି: ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିକାଶକୁ ନେଇ କେତେ କଣ୍ ଯୋଜନା । ରାଜ୍ୟ ସରକାର ଉନ୍ନତି ନେଇ ଡିଣ୍ଡିମ ପିଟୁଥିବା ବେଳେ ଆଜି ଆମେ ଏହାର ବାସ୍ତବ ଚିତ୍ର ଆପଣଙ୍କୁ ଦେଖାଇବାକୁ । ରାଲେଗାଡା ପଞ୍ଚାୟତରେ ଏମିତି ଅନେକ ଗାଁ ରହିଛି ଯେଉଠି ଆଜି ପର୍ଯ୍ୟନ୍ତ କୌଣସି ସରକାରି…

ଲକଡାଉନରେ ମଦ ହୋମ୍ ଡେଲିଭରିକୁ ଅନୁମତି

ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ସମୟରେ ମଦର ହୋମ୍ ଡେଲିଭରି କରାଯିବ। ଅବକାରୀ ବିଭାଗ ଆଇଏମ୍ଏଫ୍ଏଲ୍ ଦୋକାନ ତଥା ଖାଦ୍ୟ ବିତରଣ ସଂସ୍ଥା ଦ୍ୱାରା ମଦ ହୋମ୍ ଡେଲିଭରି ଉପରେ ନିଷ୍ପତ୍ତି ନେବାକୁ ଗୁରୁବାର ଦିନ ଜିଲ୍ଲାପାଳଙ୍କୁ କହିଛି। ତେବେ ଏହାପୂର୍ବରୁ ବିଭାଗ ପକ୍ଷରୁ ଲକଡାଉନ ସମୟରେ ମଦର…

ସାତ ରଙ୍ଗର ‘ରେନ୍ ବୋ’ ନଦୀ

ନାଲି, ଧଳା, ଗୋଲାପୀ ଆଉ ନାରଙ୍ଗୀ ଏମିତି ବହୁତ ରଙ୍ଗର ହୋଇଛି ସମ୍ମିଶ୍ରଣ । ଏହା ରଙ୍ଗ ନୁହେଁ ଏ ହେଉଛି ଇନ୍ଦ୍ରଧନୁର ସାତ ରଙ୍ଗ ନେଇ ନଦୀର ଜଳ । ଆଖିକୁ ବିଶ୍ୱାସ ନହେଲେ ବି ସତ । ଏହି ନଦୀର ଜଳ ଇନ୍ଦ୍ର ଧନୁର ସାତ ରଙ୍ଗର ସମ୍ମିଶ୍ରଣ । ପ୍ରାକୃତିକ ମନୋରମ ପରିବେଶ ଭିତରେ ସାତ ରଙ୍ଗରେ…

୧୬ ସ୍ତ୍ରୀରୁ ୧୫୧ ଛୁଆ, ତଥାପି ଆଉ ଏକ ବିବାହକୁ ଅପେକ୍ଷା

ଭୁବନେଶ୍ୱର: ପଢିବାକୁ କିମ୍ବା ଶୁଣିବାକୁ ଅଜବ ଲାଗୁଥିବ ନିଶ୍ଚୟ । ହେଲେ ଜଣେ ବ୍ୟକ୍ତିଙ୍କର ୧୬ଜଣ ସ୍ତ୍ରୀ ଥିବାବେଳେ ୧୫୧ ଜଣ ପିଲାଛୁଆଙ୍କ ସେ ଅଧିକାରୀ । ତଥାପି ସେ ୧୭ତମ ସ୍ତ୍ରୀକୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି । ଜିମ୍ବାୱେ ହରାରେର ୬୬ ବର୍ଷୀୟ ଅବସରପ୍ରାପ୍ତ…

ଲକଡାଉନ ବେଳେ ଟ୍ବିନସିଟିରେ ମର୍ଣ୍ଣିଂଓ୍ବାକକୁ ନା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି କମିଶନରେଟ ପୋଲିସ ଗୁରୁବାର ଦିନ ଟ୍ୱିନସିଟିରେ ନିୟମ ଗୁଡିକୁ କଡାକଡା କରିଛନ୍ତି। ଟ୍ୱିନସିଟି ପୋଲିସ୍ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଲକଡାଉନ ସମୟରେ ମର୍ଣ୍ଣିଂଓ୍ବାକ ଓ ଇଭନିଂଓ୍ବାକ୍ ଏବଂ ସାଇକେଲ…