ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୮୬୬୫ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୬୬୫ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।
ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୪ ଲକ୍ଷ ୮୨ ହଜାର ୩୪୫ ଜଣ ଆକ୍ରାନ୍ତ।…