ଓଡ଼ିଶାରେ ୧ ନମ୍ବର ସ୍ଥାନ ହାସଲ କରିବାରେ ସଫଳ ହୋଇଛି ଜିଓ
ଭୁବନେଶ୍ୱର: ଓଡ଼ିଶାରେ ୧ ନମ୍ବର ସ୍ଥାନ ହାସଲ କରିଛି ଜିଓ। ରାଜ୍ୟରେ ନିଜ ସ୍ଥାନକୁ ଅଧିକ ସୁଦୃଢ କରି ରିଲାଏନ୍ସ ଜିଓ ୨୦୨୧ ଫେବ୍ରୁଆରୀ ମାସରେ ୧.୯ ଲକ୍ଷରୁ ଅଧିକ ଗ୍ରାହକ ସଂଗ୍ରହ କରିଛି। ଏ ନେଇ (ଟ୍ରାଇ) ଦ୍ୱାରା ସଦ୍ୟ ପ୍ରକାଶିତ ତଥ୍ୟରୁ ଜଣାଯାଇଛି ।
ଏଥିସହିତ ଜିଓ ରାଜ୍ୟରେ ସର୍ବାଧିକ…