Latest Odisha News

BREAKING NEWS

Yearly Archives

2021

କୋଣାର୍କ ବେଳାଭୂମିରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ପୁରୀ: କୋଣାର୍କ ବେଳାଭୂମିରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର। ରବିବାର ଦିନ ପୁରୀ ଜିଲ୍ଲାର କୋଣାର୍କ ବେଳାଭୂମିରେ ଜଣେ ମଧ୍ୟବୟସ୍କ ମହିଳାଙ୍କ ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଛି। ଉକ୍ତ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ସେଠାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ମୃତ…

ଚାକିରି ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପା-ପୁଅ ଗିରଫ

ଅନୁଗୋଳ: ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଅନୁଗୋଳ ଜିଲ୍ଲା ତାଳଚେର ଅଞ୍ଚଳରୁ ଠକ ବାପା-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସେମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା ଓ ତାଙ୍କ ବାପା ପ୍ରୀତମ ବେହେରା । ଏନେଇ ତାଳଟେର କୋଲିୟରି ଥାନାରେ ଗତ ୭…

ଜଣେ ଭାଗ୍ୟବାନ ପାଠକର କ୍ଷୁଦ୍ର ଅନୁଭୂତି

(ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅବସରରେ ...) ସ୍କୁଲରେ ପଢ଼ୁଥାଏ, ସେ ସମୟ ‘ସଚିତ୍ର ବିଜୟା’ର ସମୟ । ଘରକୁ ସଚିତ୍ର ବିଜୟା ଆସିଲେ, ତାର ରଙ୍ଗ ଓ ଲେଖା ସବୁଦିନେ ଜାବୁଡି ଧରୁଥିଲା । ସେହି ପତ୍ରିକାରେ ଧାରାବାହିକ ଭାବେ ପ୍ରକାଶିତ ହେଉଥାଏ ‘ସମୁଦ୍ର କୂଳର ଏକ ଗ୍ରାମ’ । ଗୋଟେ ବଡ ପାଲଟଣା…

କବିତା : ସେ ମା’

ପ୍ରସେନଜିତ ସେଠୀ  ନିଜ ରକ୍ତ ମାଂସ ଦେଇ ଅସହ୍ୟ ଯନ୍ତ୍ରଣା ସହି ନଅ ମାସ ଗର୍ଭେ ବୋହି ନବଜାତ ଜନ୍ମ ଦିଏ, ସେ ମାଆ। ଶିଶୁ ପାଳେ ଦୁଗ୍ଧ ଦେଇ, ପିଲା ସାଥେ ପିଲା ହୋଇ, ମନ ଭୁଲା ଗପ କହି, ମଳ ମୂତ୍ର ବାନ୍ତି ଧୋଇ, ଛୋଟରୁ ବଡ଼ କରିଥାଏ, ସେଇ ମାଆ। ଯଥାସାଧ୍ୟ ଜ୍ଞାନ ଦେଇ…

ଆଜି ମା’ ପାଇଁ ଦିନଟିଏ; ହାପି ମଦର୍ସ ଡେ

ନୂଆଦିଲ୍ଲୀ: ଆଜି ମା' ପାଇଁ ଦିନଟିଏ। ଏହି ଦିବସ ପାଳନ କରିବାର ଅର୍ଥ ହେଉଛି ମା'କୁ ସମ୍ମାନିତ କରିବା। ପରିବାରଠୁ ନେଇ ସମାଜରେ ମା'ର ଗୁରୁତ୍ବକୁ ବୁଝିବା। ବିଶ୍ବର ଅନେକ ସ୍ଥାନରେ ଏହାକୁ ବିଭିନ୍ନ ଦିନରେ ପାଳନ କରାଯାଏ। ଗୋଟିଏ ଶିଶୁ ପ୍ରଥମେ ଦୁନିଆରେ ପାଦ ଦେଲେ ତାର ପ୍ରଥମ ଗୁରୁ ହୋଇଥାଏ…

ଓଡ଼ିଶାକୁ ପ୍ରଶଂସା କଲା ବ୍ରିଟିଶ ମେଡିକାଲ୍ ଜର୍ଣ୍ଣାଲ୍ “ଲାନସେଟ୍”, କରୋନା ମୁକାବିଲା ପ୍ରସ୍ତୁତି ନେଇ…

ଭୁବନେଶ୍ୱର: ଅନ୍ତର୍ଜାତୀୟ ସ୍ତରରେ ପୁଣି ଥରେ ଓଡ଼ିଶାକୁ ପ୍ରଶଂସା। କରୋନା ମୁକାବିଲା ପ୍ରସ୍ତୁତି ନେଇ ଓଡ଼ିଶାକୁ ପ୍ରଶଂସା କରିଛି ବ୍ରିଟିଶର ପ୍ରତିଷ୍ଠିତ ଓ ସର୍ବପୁରାତନ ମେଡିକାଲ୍ ଜର୍ଣ୍ଣାଲ ଦି ଲାନସେଟ୍ । 'ଭାରତରେ କୋଭିଡ୍ ଏମର୍ଜେନ୍ସୀ' ଶୀର୍ଷକ ସମ୍ପାଦକୀୟରେ ଓଡ଼ିଶାର ଅକ୍ସିଜେନ୍…

ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ କୁମାର ସାମଲ କରୋନା ପଜିଟିଭ

ଭୁବନେଶ୍ୱର: କରୋନା କବଳରେ ଆଉ ଜଣେ ବିଧାୟକ। ବରିଷ୍ଠ ବିଜେଡି ନେତା ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ସମ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶରୀରରେ ଅସହଜ ଅନୁଭବ କରିବା ପରେ ସେ ଶନିବାର କୋଭିଡ୍‌ ପରୀକ୍ଷା…

ଦେଶରେ ୪ ଲକ୍ଷ ତଳକୁ ଖସୁନି ଦୈନିକ ସଂକ୍ରମଣ, ୪ ହଜାର ଉପରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: କ୍ରମାଗତ ଚତୁର୍ଥ ଦିନରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ତଳକୁ ଖସୁନି । ସେହିପରି ଦ୍ୱିତୀୟ ଦିନରେ ମହାମାରୀରେ ୪ହଜାରରୁ ଅଧିକ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪ଲକ୍ଷ ୩ହଜାର ୭୩୮ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି…

ହିମନ୍ତ ବିଶ୍ୱଶର୍ମା ହୋଇପାରନ୍ତି ଆସାମର ନୂଆ ମୁଖ୍ୟମନ୍ତ୍ରୀ, ଆଜି ନିଷ୍ପତ୍ତି

ଗୌହାଟୀ: ଆସାମରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ ? ସର୍ବାନନ୍ଦ ସୋନୋଓ୍ୱାଲ ନା ହିମନ୍ତ ବିଶ୍ୱଶର୍ମା ? କାହା ହାତରେ ବିଜେପି କେନ୍ଦ୍ରୀୟ ନେତୃତ୍ୱ କ୍ଷମତା ଡୋରି ଧରାଇବେ ? ହିମନ୍ତ ବିଶ୍ୱଶର୍ମା ହୋଇପାରନ୍ତି ଆସାମର ନୂଆ ମୁଖ୍ୟମନ୍ତ୍ରୀ । ଆଜି ଆସାମରେ ବିଜେପି ବିଧାୟକ ଦଳ ନେତା ଚୟନ ନେଇ…

ଓଡ଼ିଶାର ୧୫ ଜିଲ୍ଲାରୁ କରୋନାରେ ଆଉ ୧୯ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ସଂକ୍ରମଣ ସହ ଦୈନିକ ମୃତ୍ୟୁସଂଖ୍ୟା ବି କମିଛି । ଗତ ୨୪ ଘଣ୍ଟାରେ ୧୫ ଜିଲ୍ଲାରୁ ମହାମାରୀରେ ଯାଇଛି ୧୯ ଆକ୍ରାନ୍ତଙ୍କ ଜୀବନ । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଅନୁଗୋଳ,…