Latest Odisha News

BREAKING NEWS

Yearly Archives

2021

ବ୍ରହ୍ମପୁର ଗସ୍ତରେ ପୋଲିସ ଡିଜି, ଦକ୍ଷିଣ ଓଡ଼ିଶାରେ କୋଭିଡ୍ ଏନଫୋର୍ସମେଣ୍ଟ ସ୍ଥିତି ସମୀକ୍ଷା କରିବେ

ବ୍ରହ୍ମପୁର: ଦିନିକିଆ ବ୍ରହ୍ମପୁର ଗସ୍ତରେ ଯାଉଛନ୍ତି ପୋଲିସ ଡିଜି ଅଭୟ । ସେ ଦକ୍ଷିଣ ଓଡ଼ିଶାରେ କୋଭିଡ ଏନଫୋର୍ସମେଣ୍ଟର ସ୍ଥିତି ସମୀକ୍ଷା କରିବେ । ବିଶେଷ କରି ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ସୀମାନ୍ତବର୍ତ୍ତୀ ଅଞ୍ଚଳରେ କିଭଳି ପୋଲିସର ଏନଫୋର୍ସମେଣ୍ଟ ଚାଲିଛି ତାର ଅନୁଧ୍ୟାନ କରିବେ ପୋଲିସ…

କୋଓ୍ବିନରେ ଆସିବ ୪ ଅଙ୍କର ସିକ୍ୟୁରିଟି କୋଡ୍

ନୂଆଦିଲ୍ଲୀ: କରୋନା ଟିକା ରେଜିଷ୍ଟ୍ରେସନ ଆପ୍ କୋଓ୍ବିନରେ ନାଗରିକଙ୍କ ସୁବିଧା ପାଇଁ ମେ ୮ ତାରିଖରୁ ୪ ଅଙ୍କ ବିଶିଷ୍ଟ ସିକ୍ୟୁରିଟି କୋଡ୍ ଯୋଡା ଯାଉଛି। ଫଳରେ ଟିକା ପାଇଥିବା ଲୋକଙ୍କ ସମ୍ପର୍କରେ ସଠିକ୍ ସୂଚନା ଉପଲବ୍ଧ ହେବ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଦିନ…

ଡ୍ରୋନରେ ହେବ ଭ୍ୟାକ୍ସିନ୍ ଡେଲିଭରୀ, ଅନୁମତି ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

ହାଇଦ୍ରାବାଦ: ଡ୍ରୋନରେ ହେବ ଭ୍ୟାକ୍ସିନ୍ ଡେଲିଭରୀ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ତେଲଙ୍ଗାନାକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛି । ତେଲଙ୍ଗାନାକୁ ଏହି ଅନୁମତି ଏକ ବର୍ଷ ପାଇଁ ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏ ଦିଆଯାଇଛି । ତେବେ, ଡ୍ରୋନରେ ଭ୍ୟାକ୍ସିନ୍ ଡେଲିଭରୀ…

ଆସନ୍ତା ୧୦ରୁ ଦୁଇ ସପ୍ତାହ ସମ୍ପୂର୍ଣ୍ଣ ଲକଡାଉନ୍ ରହିବ ଏହି ରାଜ୍ୟ

ଚେନ୍ନାଇ: କରୋନା କାୟାରେ ବ୍ରେକ ଲଗାଇବାକୁ ଗୋଟିଏ ପରେ ଗୋଟିଏ ରାଜ୍ୟ ଲକଡାଉନ୍ ଘୋଷଣା କରୁଛନ୍ତି । ଏବେ ତାମିଲନାଡୁ ସରକାର ରାଜ୍ୟରେ ଦୁଇ ସପ୍ତାହ ଲକଡାଉନ୍ ଘୋଷଣା କରିଛନ୍ତି । ଆସନ୍ତା ୧୦ ତାରିଖରୁ ସମ୍ପୂର୍ଣ୍ଣ ଲକଡାଉନ୍ ହେବ ତାମିଲନାଡୁ । କେବଳ ଅତ୍ୟାବଶ୍ୟକ ଓ ଜରୁରିକାଳୀନ ସେବାକୁ ବାଦ…

ଏହି ସମୟ ଯାଏଁ ବନ୍ଦ ରହିବ ଏସବିଆଇର ଅନଲାଇନ୍ ବ୍ୟାଙ୍କିଂ ସେବା

ନୂଆଦିଲ୍ଲୀ: ଦେଶରେ 'ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ' (ଏସବିଆଇ)ର ଅନଲାଇନ୍ ସେବା ୮ ତାରିଖ ବିଳମ୍ବିତ ରାତି ଯାଏ ପ୍ରଭାବିତ ରହିବ। ବ୍ୟାଙ୍କ ଏହାର ଡିଜିଟାଲ୍ ବ୍ୟାଙ୍କିଂ ପ୍ଲାଟଫର୍ମର ଅପଡେଟ୍ କାର୍ଯ୍ୟ କରିବ। ରକ୍ଷଣାବେକ୍ଷଣ କାର୍ଯ୍ୟକଳାପ ହେତୁ ସେମାନଙ୍କର ଡିଜିଟାଲ ବ୍ୟାଙ୍କିଙ୍ଗ ସେବା…

ଭୁବନେଶ୍ୱର ଆଇଗିଣିଆ ଛକରେ ଦୁର୍ଘଟଣା, ଟ୍ରେଲର ଡ୍ରାଇଭର ମୃତ

ଭୁବନେଶ୍ୱର: ଖଣ୍ଡଗିରି ନିକଟ ଆଇଗିଣିଆ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରେଲରର କଣ୍ଟେନର ଖସି ଯିବାରୁ ବଡ଼ ଧରଣର ଦୁର୍ଘଟଣା ହୋଇଛି । ଏଥିର ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଆହତ ହୋଇଛନ୍ତି ହେଲପର । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏମ୍ସରେ ଭର୍ତ୍ତି କରାଯାଇଛି । କଣ୍ଟେନର ବୋଝେଇ…

ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ପ୍ରତାପ ଦେନା । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ…

ଦେଶରେ ୪ ହଜାର ଟପିଲା ଦୈନିକ ମୃତ୍ୟୁସଂଖ୍ୟା, ୪ ଲକ୍ଷ ତଳକୁ ଖସୁନି ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଦୈନିକ ଡେଥ୍ କେସ୍ ତିନି ହଜାରରୁ ଏବେ ଚାରି ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ମୃତ୍ୟୁସଂଖ୍ୟା ପ୍ରଥମ ଥର ୪ହଜାର ଡେଇଁଛି । ଗତ ୨୪ ଘଣ୍ଟାରେ ମହାମାରୀରେ ୪ହଜାର ୧୮୭ ଆକ୍ରାନ୍ତଙ୍କ ଜୀବନ ଯାଇଛି ।…

ଆଜି ଓଡ଼ିଶାରୁ ୧୧,୮୦୭ କରୋନା ସଂକ୍ରମିତ ଚିହ୍ନଟ, ପଜିଟିଭ୍ ହାର ୨୩%

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବିସ୍ତାର କରୁଛି । ଏବେ ୧୦ ହଜାର ଉପରେ ରହୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧ହଜାର ୮୦୭ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୧୨ହଜାର ୨୩୮…

କୁଳାଙ୍ଗାର ଉବାଚ : ଅନଲାଇନ୍ ଅଡୁଆ

ଡଃ କୁଳାଙ୍ଗାର  ମେସେଜ ଏବଂ ଇ-ମେଲରେ କୋଟି କୋଟି ଟଙ୍କା ଲଟେରୀ ଉଠିଚି ବୋଲି ଯେବେ ମୁଁ ଜାଣୁଛି; କେତେ ସଂଖ୍ୟା ସହ କେତେଟା ଶୂନ ଲାଗିବ ବୋଲି ମୁଁ ଗଣୁଛି! ସତେ ଯଦି ତାହା ଛାଣୁଛି, ଆମେରିକା ଯାଇ କନିଆ ଆଣନ୍ତି ମେଲିଣ୍ଡା ବିଲ୍-କୁ ଛାଡି ଦେବାର ମୁଁ ଶୁଣୁଛି!! ଝିଅଟିଏ…