ଢେଙ୍କାନାଳରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର !
ଢେଙ୍କାନାଳ: ଗଛରେ ଝୁଲୁଥିଲା ଜଣେ ମହିଳାଙ୍କ ମୃତଦେହ । ଏହି ଘଟଣାକୁ ନେଇ ଢେଙ୍କାନାଳ ବସୁଲେଇ ଗାଁ ଚର୍ଚ୍ଚାକୁ ଆସିଛି । ଗାଁ ପାଖ ଶିବ ମନ୍ଦିର ପଛରେ ଥିବା ଏକ ପଳାସ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା ଦୁଷ୍ମନ୍ତ ରାଉତଙ୍କ ସ୍ତ୍ରୀ ଅଂଜନାଙ୍କ ମୃତଦେହ ।
ମିଳିଥିବା ସୂଚନା ଅନୁଯାୟୀ…