Latest Odisha News

BREAKING NEWS

Yearly Archives

2021

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୮୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ଆଉ ୮୨୩ କରୋନା ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୦ ଜଣ ଥିବା ବେଳେ, ୬୭୩ ଜଣ ଲୋକାଲ୍‌ କେସ୍‌ । ସେହିପରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୦୯ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର…

ଲକଡାଉନକୁ ନେଇ କ’ଣ କହିଲେ କମିଶନରେଟ ପୋଲିସ, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ବୁଧବାର ଠାରୁ ଓଡ଼ିଶାରେ ଲକଡାଉନ ଆରମ୍ଭ ହେବାକୁ ଥିବାବେଳେ ଦୋକାନ ଆଗରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଯାହାକୁ ଦୃଷ୍ଟିରେ ରଖି ଦୋକାନ ଆଗରେ ଅଯଥା ଗହଳି ନକରିବାକୁ ଅପିଲ କରିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ଯେ ଲକଡାଉନ୍…

ତାତିରୁ ମିଳିଲା ଆଶ୍ବସ୍ତି, ୪୦ ଡିଗ୍ରୀ ତଳେ ରାଜ୍ୟର ସବୁ ସହର

ଭୁବନେଶ୍ବର : ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ସାରା ରାଜ୍ୟରେ ପାରଦ ସାମାନ୍ୟ ତଳକୁ ଖସିଛି । ୪୦ ଡିଗ୍ରୀ ତଳେ ରହିଛି ରାଜ୍ୟର ସବୁ ସହରର ତାପମାତ୍ର । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ବାଲେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀ ଥିବା ବେଳେ,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୬୪୮୮ ସଂକ୍ରମିତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ଖୋର୍ଦ୍ଧାରୁ…

ସ୍ଥଗିତ ହେଲା ପିପିଲି ଉପନିର୍ବାଚନ 

ଭୁବନେଶ୍ୱର: ପିପିଲି ଉପନିର୍ବାଚନକୁ ସୋମବାର ଦିନ ସ୍ଥଗିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ପରବର୍ତ୍ତୀ ସମୟରେ ଉପନିର୍ବାଚନ ନେଇ ଏକ ନୂଆ ବିଜ୍ଞପ୍ତି ଜାରି କରାଯିବ ବୋଲି ସୂଚନା ମିଳିଛି। ଏହି…

ଲକଡାଉନରେ ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର: ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆହାର କେନ୍ଦ୍ର ଗୁଡିକରେ ବସି ଖାଇବା ସମ୍ପୂର୍ଣ୍ଣ ନିଷେଧ। ହେଲେ ବ୍ୟକ୍ତି ମାନେ ଘରକୁ…

କୋଭିଡ ପରିଚାଳନା ଲାଗି ସିଏମସିକୁ ୧୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ: କୋଭିଡ ପରିଚାଳନା ଲାଗି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)କୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସିଏମସି ଅନ୍ତର୍ଗତ ଅଞ୍ଚଳରେ କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।

ଶରୀରରେ ଅମ୍ଳଜାନ ସ୍ତର ବୃଦ୍ଧି ପାଇଁ ନିୟମିତ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ଅମ୍ଳଜାନ ବିନା ମାନବ ଜୀବନ କଳ୍ପନା କରାଯାଇପାରିବ ନାହିଁ। କରୋନା ସଂକ୍ରମଣର ଏକ ଗୁରୁତର ଲକ୍ଷଣ ହେଉଛି ଶରୀରର ଏକ ଅମ୍ଳଜାନ ସ୍ତର। ତେଣୁ, ସାମ୍ପ୍ରତିକ ସମୟର ଅବସ୍ଥାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନେବା ଉଚିତ ଯାହା ଦ୍ବାରା ଶରୀରରେ ଅମ୍ଳଜାନର ସଠିକ୍ ସ୍ତର ବଜାୟ ରହିବ।…

ଜମି ବାଡ଼ି ପାଇଁ ଦିବ୍ୟାଙ୍ଗ ଭାଇକୁ ଆକ୍ରମଣ କଲେ ଦୁଇ ଭାଇ

ବାଲେଶ୍ବର: ବାଲେଶ୍ବରରେ ଘଟିଛି ଅଭାବନୀୟ ଘଟଣା। ଦୀବ୍ୟାଙ୍ଗ ଭାଇକୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁଇ ଭାଇ। ସୂଚନା ଅନୁଯାୟୀ, ବଲାଙ୍ଗିର ଜିଲ୍ଲା କଟାପାଲି ଗାଁରେ ମାଧବ ହାତୀକୁ ଜମିବାଡ଼ି ବିବାଦକୁ ନେଇ ଦୁଇ ଭାଇ ନିତ୍ୟା ହାତୀ ଓ ସାରଙ୍ଗ ହାତୀ ଶାବଳରେ ଆକ୍ରମଣ କରିଥିଲେ। ଗୁରୁତର ଦୁଇ…

କରୋନାରେ ଚାଲିଗଲା ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ଦିଲ୍ଲୀରେ ଅବସ୍ଥାପିତ ଏବଂ ଓଡିଶାରେ ଜନ୍ମିତ ସାମ୍ବାଦିକ ମନୋଜ ବେବୋର୍ତ୍ତାଙ୍କର ରବିବାର ରାତିରେ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ମନୋଜ ନ୍ୟୁଜ୍ ୧୮ ରେ ଏକ…