Latest Odisha News

BREAKING NEWS

Yearly Archives

2021

ତାମିଲନାଡୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଲାନିସ୍ୱାମୀ

ନୂଆଦିଲ୍ଲୀ: ତାମିଲନାଡୁରେ ବଦଳିଲା ସରକାର । ଏଆଇଏଡିଏମକେ ମେଣ୍ଟର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡିଲେ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ୱାମୀ । ଆଜି ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ତାମିଲନାଡୁରେ ଏଆଇଏଡିଏମକେ ଓ ବିଜେପି ମଧ୍ୟରେ ମେଣ୍ଟ ଥିଲା । ଚଳିତ ନିର୍ବାଚନରେ…

‘ଇଣ୍ଡିଆନ୍‌ ଆଇଡଲ୍‌ ୧୨’ ରୁ କୁଆଡେ ଗାଏବ ହୋଇଗଲେ ନେହା? ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ଲୋକପ୍ରିୟ ଗାୟିକା ତଥା ଇଣ୍ଡିଆନ୍‌ ଆଇଡଲ୍‌ ୧୨ର ଜଜ୍‌ ନେହା କକର୍‌ଙ୍କ ପ୍ରାୟ ୨ ସପ୍ତାହ ହେବ ଅନୁପସ୍ଥିତିକୁ ନେଇ ଏବେ ପ୍ରଶଂସକ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ନେହା କାହିଁକି ସୁଟିଂ କରୁନାହାଁନ୍ତି ବୋଲି ଏବେ ପ୍ରଶ୍ନ ଉଠିଛି। କରୋନା ସଂକ୍ରମଣ ବୃଦ୍ଧି ଯୋଗୁ ମହାରାଷ୍ଟ୍ର…

ବେଙ୍ଗଲ ବ୍ୟାଟଲରେ ବିଜେପିର ୫ ସାଂସଦ ପ୍ରାର୍ଥୀ: ହାରିଲେ ୩ ହେଭିଓ୍ୱେଟ୍, ଜିତିଲେ ୨

ନୂଆଦିଲ୍ଲୀ: ବିଜେପିର ବଙ୍ଗ ଦଳକ ସ୍ୱପ୍ନ ଧୂଳିସାତ ହୋଇଛି । ପଦ୍ମ ଦଳର ଦମ୍ଭ ଭାଙ୍ଗି ଦେଇଛି ଟିଏମସି । ମମତା ବାନାର୍ଜୀଙ୍କ କରିସ୍ମା ଆଗରେ ଫେଲ୍ ମାରିଲା ମୋଦି ମ୍ୟାଜିକ୍ । ଶାହ ଓ ନଡ୍ଡାଙ୍କ ଷ୍ଟ୍ରାଟେଜୀ କାମ ଦେଲାନି । ମାଳ ମାଳ କେନ୍ଦ୍ରମନ୍ତ୍ରୀ ଓ ଯୋଗୀଙ୍କ ହାଇଭୋଲଟେଜ୍ ପ୍ରଚାର…

ଭାରତକୁ ୧୦୦୦ ରୁ ଅଧିକ ଭେଣ୍ଟିଲେଟର ପଠାଇବ ବ୍ରିଟେନ

ନୂଆଦିଲ୍ଲୀ: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଭର୍ଚୁଆଲ୍ ବୈଠକ କରିବେ। କରୋନା ମହାମାରୀକୁ ମୁକାବିଲା କରିବା ସହିତ ଦୁଇ ଦେଶ ମଧ୍ୟରେ ସହଯୋଗକୁ ଆହୁରି ଗଭୀର କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ପିଏମ୍‌ ଜନସନ୍‌। ସୂଚନା…

ଦେଶରେ କମୁଛି: ୨୪ ଘଣ୍ଟାରେ ୩ଲକ୍ଷ ୬୮ହଜାର କରୋନା ଆକ୍ରାନ୍ତ, ୩୪୧୭ ମୃତ୍ୟୁ

ନୂଆଦିଲ୍ଲୀ: ଗତ ଦୁଇ ଦିନ ହେବ ଦେଶରେ କମିଛି କରୋନାର ଦୈନିକ ସଂକ୍ରମଣ । ୩ ଲକ୍ଷ ତଳକୁ ଖସିଛି । ଆଜି ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୬୮ହଜାର ୧୪୭ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି ୩ହଜାର ୪୧୭ ଆକ୍ରାନ୍ତଙ୍କ ଜୀବନ ।…

ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ: ଆଜି ଓଡ଼ିଶାରୁ ୫ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ…

ଆଜିଠୁ ରାଜ୍ୟରେ ୧୮-୪୪ ବର୍ଷଙ୍କୁ ଟିକାକରଣ, କେବଳ ଭୁବନେଶ୍ୱରରେ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ୟ୍ୟାୟ ଟିକାକରଣ । କେବଳ ଭୁବନେଶ୍ୱରରେ ୧୮-୪୪ ବର୍ଷ ବୟସ୍କଙ୍କୁ ଟିକା ଦିଆଯାଉଛି । କୋ-ଓ୍ୱିନ୍ ପୋର୍ଟାଲ୍ କିମ୍ବା ଉମଙ୍ଗ ଓ ଆରୋଗ୍ୟ ସେତୁ ଜରିଆରେ ଯେଉଁମାନେ ପଞ୍ଜିକରଣ କରି ସ୍ଲଟ୍ ବୁକ୍ କରିଥିଲେ ସେମାନଙ୍କୁ ଟିକାକରଣ କରାଯାଉଛି ।…

ଆଜି ଓଡ଼ିଶାରୁ ୮୯୧୪ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୧୨୫୮ ଆକ୍ରାନ୍ତ

ଭୁବନେଶ୍ୱର: ଦିନେ ପୂର୍ବରୁ ୧୦ ହଜାର ଡେଇଁଥିଲା ଦୈନିକ ସଂକ୍ରମଣ । କାଲି ୮ ହଜାରକୁ ଖସିଲା । ଆଜି ସଂଖ୍ୟା ପାଖାପାଖି ୯ହଜାର । ରାଜ୍ୟରେ ଏମିତି ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୯୧୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୩-୫-୨୦୨୧ ସୋମବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୩ରିଖ ସୋମବାର ମେଷ ୨୦ ଦିନ ବୈଶାଖ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ମିଥୁନ ରାଶିର ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର ଆଜିର ନିଷେଧ ଖାଦ୍ୟ-:…

ନନ୍ଦିଗ୍ରାମରେ ଭୋଟ୍ ରି-କାଉଣ୍ଟିଂ ଦାବି, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ଟିଏମସି

କୋଲକାତା: ପଶ୍ଚିମବଙ୍ଗରେ ଦିଦିଙ୍କ ଟିଏମସି ଜିତିଛି, ହାତରୁ ଖସି ଯାଇଛି ନନ୍ଦିଗ୍ରାମ । ଦିଦିଙ୍କ ଦଳ ରାଜ୍ୟରେ ନିର୍ବାଚନ ଜିତିଛି ସତ କିନ୍ତୁ ନନ୍ଦିଗ୍ରାମରେ ମମତା ଲୋକଙ୍କ ଆସ୍ଥା ଭାଜନ ହୋଇପାରି ନାହାଁନ୍ତି । ନନ୍ଦିଗ୍ରାମରେ ମମତାଙ୍କ ହାରକୁ ଦଳ ସହଜରେ ଗ୍ରହଣ କରିପାରିନାହିଁ । ଦଳ ଏନେଇ…