Latest Odisha News

BREAKING NEWS

Yearly Archives

2021

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨-୫-୨୦୨୧ ରବିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମଇ ତା ୨ରିଖ ରବିବାର ମେଷ ୧୯ ଦିନ ବୈଶାଖ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-: ତୁଳା , କୁମ୍ଭ ରାଶି ପୁରୁଷ ଓ ବୃଷ, ମିଥୁନ ରାଶି…

ସୃଷ୍ଟି ଏକ ଅବର୍ଣ୍ଣନୀୟ ଆତ୍ମିକ ଆବେଗର ଅଭିନବ ଅଙ୍କୁରୋଦଗମ : ମନୋରମା ସାହୁ

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ଜ୍ୱଳ ନକ୍ଷତ୍ର ମନୋରମା ସାହୁ । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର ଚରିତ୍ର ସବୁବେଳେ ଜୀବନ୍ତ। ସେଥିପାଇଁ ତାଙ୍କ ଲେଖା ସବୁ  ପାଠକର ଜୀବନର ନିଜସ୍ୱ ଅନୁଭୂତି ମନେହୁଏ । ସାଧାରଣ ମଣିଷର ଜଟିଳ ମାନସିକତାକୁ ସେ ସରଳ ବର୍ଣ୍ଣନାଧର୍ମୀ ଗଦ୍ୟ…

ରବିବାର ଦିନ ୧୦ଟାରେ କରୋନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ୧୦ ହଜାର ଟପିଛି । ଟ୍ୱିନ୍ ସିଟି ଭୁବନେଶ୍ୱ ଓ କଟକରେ ଗୋଷ୍ଠୀ ସଂକ୍ରମଣ ସ୍ଥିତି ଉପୁଜିଛି । ନାଇଟ୍ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ୍ ସତ୍ତ୍ୱେ ସଂକ୍ରମଣ ଥମିବାର ନାଁ ନେଉନି । ଏଭଳି ସ୍ଥିତିରେ କରୋନାର ଚେନକୁ ଭାଙ୍ଗିବାକୁ ରାଜ୍ୟ…

ପ୍ରେସରରେ ପୁନାୱାଲା, କହିଲେ ‘ଭ୍ୟାକ୍ସିନ୍ ପାଇଁ ଆସୁଛି ଧମକପୂର୍ଣ୍ଣ କଲ୍’

ନୂଆଦିଲ୍ଲୀ: ସେରମ ଇନଷ୍ଟିଚ୍ୟୁଟର ସିଇଓ ଅଦର ପୁନୱାଲା ଅଭିଯୋଗ କରିଛନ୍ତି ଭ୍ୟାକ୍ସିନ୍ ବିତରଣକୁ ନେଇ ତାଙ୍କ ଉପରେ ଚାପ ପଡ଼ୁଛି । ଦେଶର ବିଭିନ୍ନ ଶକ୍ତିଶାଳୀ ବ୍ୟକ୍ତି ଯେଭଳି ମୁଖ୍ୟମନ୍ତ୍ରୀ, ବ୍ୟବସାୟୀ ଏବଂ ଅନ୍ୟମାନେ ପୁନାୱାଲାଙ୍କୁ ଧମକପୂର୍ଣ୍ଣ ଫୋନ୍ କଲ୍ କରୁଥିବା ସେ ଅଭିଯୋଗ…

ଜୁନ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ CBSE ଦଶମ ଶ୍ରେଣୀ ଫଳାଫଳ

ନୂଆଦିଲ୍ଲୀ: ସିବିଏସଇ ଦଶମ ଶ୍ରେଣୀ ଫଳାଫଳ ପ୍ରକାଶ ଲାଗି ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ୨୧.୫ ଲକ୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଜୁନ୍ ତୃତୀୟ ସପ୍ତାହ ସୁଦ୍ଧା ଆସିବ । ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲିଖିତ ପରୀକ୍ଷାକୁ ବାତିଲ୍ କରିଥିଲା…

ରାଜଧାନୀରେ ୮ ହଜାର ଟପିଲା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ଶନିବାର ରାଜଧାନୀରେ ଚିହ୍ନଟ ୧୦୯୩ଟି ନୂଆ ମାମଲା ସହ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି । ଶନିବାର ୧୨୧ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୭୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକରେ ୫୦୯ ଜଣ କରୋନାରୁ ସୁସ୍ଥ…

ଭୁବନେଶ୍ୱରରେ କୋଭିଡ୍ ଆକ୍ରାନ୍ତଙ୍କ ଲାଗି ଅଭାବ ନାହିଁ ଶଯ୍ୟା: ବିଏମସି କମିଶନର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ଅନ୍ୟପଟେ କୋଭିଡ୍ ଆକ୍ରାନ୍ତଙ୍କ ଲାଗି ଶଯ୍ୟାର ଅଭାବ ନଥିବା ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଶନିବାର ପ୍ରେସମିଟରେ ବିଏମସି କମିଶନର କହିଛନ୍ତି, ଭୁବନେଶ୍ୱରରେ ସକ୍ରିୟ ସଂକ୍ରମଣ ମାମଲା…

ରିଙ୍ଗରେ ଅଘାତ ପାଇଥିବା ସୁମୋ ରେସଲର ହିବିକ୍ରିୟୁଙ୍କ ପରଲୋକ

ଟୋକିଓ: ଜାପାନରେ ଲୋକପ୍ରିୟ ସୁମୋ ତାରକା ମିତସୁକି ଆମାନୋଙ୍କ ୨୮ ବର୍ଷ ବୟସରେ ପରଲୋକ ହୋଇଛି । ସୁମୋ ଫିଲ୍ଡରେ ହିବିକ୍ରିୟୁ ଭାବେ ପରିଚିତ ଏହି ରେସଲର ମାର୍ଚ୍ଚ ୨୮ରେ ବାଉଟ ବେଳେ ଆଘାତ ପ୍ରାପ୍ତ ହୋଇଥିଲେ । ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଳେ କଚାଡି ଦେବା ବେଳେ ତାଙ୍କ ମୁଣ୍ଡ ମାଡ ହୋଇ ଯାଇଥିଲା…

ରିଲାଏନ୍ସର ମିଶନ ଅକ୍ସିଜେନ୍: ଦୈନିକ ୧୦୦୦ ଟନ୍ ମେଡିକାଲ ଗ୍ରେଡ ତରଳ ଅମ୍ଳଜାନ ଉତ୍ପାଦନ ସହ ମାଗଣାରେ ଯୋଗାଉଛି…

ମୁମ୍ବାଇ: ସମଗ୍ର ଭାରତ କୋଭିଡ୍ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବା ବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ମୂଲ୍ୟବାନ ଜୀବନ ବଞ୍ଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି । ସାମ୍ପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର ଚିକିତ୍ସା ପାଇଁ…

ଟସ୍ ଜିତି ଫିଲ୍ଡିଂ ନିଷ୍ପତି ନେଲେ ରୋହିତ, ଚେନ୍ନାଇର ପ୍ରଥମେ ବ୍ୟାଟିଂ

ନୂଆଦିଲ୍ଲୀ: ଚଳିତ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ଟସ୍ ଜିତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଜବରଦସ୍ତ ଫର୍ମରେ ଥିବା ଚେନ୍ନାଇ କ୍ରମାଗତ ଷଷ୍ଠ ବିଜୟ ଲକ୍ଷ୍ୟରେ ପଡିଆକୁ…