ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲଙ୍କୁ କରୋନା
ନୂଆଦିଲ୍ଲୀ: ଦିଲ୍ଲୀ ଉପ ରାଜ୍ୟପାଳ ଅନୀଲ ବୈଜଲ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ତାଙ୍କ କୋଭିଡ-୧୯ ଟେଷ୍ଟ ପଜିଟିଭ ଆସିଛି । ସେ ଏବେ ନିଜକୁ ଘରେ ଆଇସୋଲେଟଡ କରିଛନ୍ତି । ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ନିଜର ଟେଷ୍ଟ କରାଇଥିଲେ । ସେ ଟୁଇଟ କରି ଜଣାଇଛନ୍ତ ଯେଉଁମାନେ ମୋ…