Latest Odisha News

BREAKING NEWS

Yearly Archives

2021

କୋଭିଡ୍‌ ପୀଡିତଙ୍କ ସହାୟତା ପାଇଁ ଗୌତମ ଗମ୍ଭୀର ଫାଉଣ୍ଡେସନ (ଜିଜିଏଫ୍‌)କୁ ୧ କୋଟି ଟଙ୍କା ଦାନ କଲେ ଅକ୍ଷୟ

ନୂଆଦିଲ୍ଲୀ: କୋଭିଡ-୧୯ ଦ୍ୱାରା ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଅକ୍ଷୟ କୁମାର ଗୌତମ ଗମ୍ଭୀରଙ୍କ ଫାଉଣ୍ଡେସନକୁ ୧ କୋଟି ଟଙ୍କା ଦାନ କରିଛନ୍ତି। ଏ ନେଇ କ୍ରିକେଟର ତଥା ରାଜନେତା ଗୌତମ ଗମ୍ଭୀର ଟ୍ୱିଟରରେ ତାଙ୍କ ପ୍ରଶଂସକ ଏବଂ ଅନୁଗାମୀମାନଙ୍କ ସହ ଏହି ଖବର ବାଣ୍ଟିବା ସହ ଏବଂ…

ଆଜି ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ରବିବାର ସକାଳ ୧୧ ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କୀ ବାତ୍‌'ର ୭୬ ତମ ଏପିସୋଡକୁ ସମ୍ବୋଧିତ କରିବେ। ଦେଶବାସୀଙ୍କୁ କରୋନାଭାଇରସ୍‌ର ଦ୍ୱିତୀୟ ତରଙ୍ଗ ଦେଶକୁ ଗ୍ରାସ କରିଥିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ବୋଧନ କରିବେ।…

ରେକର୍ଡ କରୁଛି କରୋନା: ଦେଶରୁ ଦିନକରେ ସାଢ଼େ ୩ଲକ୍ଷ ପଜିଟିଭ୍, ୨୭୬୭ ମୃତ

ନୂଆଦିଲ୍ଲୀ: କ୍ରମାଗତ ଚତୁର୍ଥ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଉପରେ ରହିଛି । ଆଜି ଦୈନିକ ସଂକ୍ରମଣ ପାଖାପାଖି ସାଢ଼େ ୩ ଲକ୍ଷ ଛୁଇଁଛି । ୩ ହଜାର ମୁହାଁ ହେଲାଣି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୪୯ ହଜାର ୬୯୧ ନୂଆ ଆକ୍ରାନ୍ତ ।…

ଆଜି ରାଜ୍ୟରୁ ୬ ହଜାର ୧୧୬ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬ ହଜାର ୧୧୬ ଆକ୍ରାନ୍ତ । ଏମାନଙ୍କ ଭିତରେ ୩ ହଜାର ୫୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୫୭୦ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । https://twitter.com/IPR_Odisha/status/1386159537418211330?s=19…

ଅପୂର୍ଣ୍ଣତାରୁ ପୂର୍ଣ୍ଣତା ଆଡ଼କୁ ସମସ୍ୟାରୁ ସମ୍ଭାବନା ଆଡ଼କୁ କବିତାର ଯାତ୍ରା : ଚିନ୍ମୟ ବିବେକ

ଓଡ଼ିଆ ସାହିତ୍ୟର ଜଣେ ସୁପରିଚିତ ବ୍ୟକ୍ତିତ୍ୱ ଚିନ୍ମୟ ବିବେକ । କବିତା , ଗଳ୍ପ ଓ ପ୍ରବନ୍ଧ ରଚନା , ପତ୍ରିକା ସମ୍ପାଦନା ଓ ସମାଜ ସେବା ପ୍ରତିଟି କ୍ଷେତ୍ରରେ ସେ ଖୁବ ପାରଙ୍ଗମ । ତାଙ୍କର ରଚିତ ପ୍ରତିଟି  ରଚନାରେ ଝରେ ବିଦ୍ରୋହର ସ୍ୱର,  ପୁଣି ସମାନତାର ରାଗ  ।  ନିଜ ଜନ୍ମମାଟିର ପ୍ରତିଟି…

ଆଜି ବାଲେଶ୍ୱର ଯିବେ ପୋଲିସ ଡିଜି, ସୀମାରେ ଏନଫୋର୍ସମେଣ୍ଟ ସ୍ଥିତି ପରଖିବେ

ଭୁବନେଶ୍ୱର: ଆଜି ବାଲେଶ୍ୱର ଗସ୍ତରେ ଯିବେ ପୋଲିସ ଡିଜି ଅଭୟ । ଏହି ଦୁଇ ଜିଲ୍ଲାରେ କୋଭିଡ୍ ଏନଫୋର୍ସମେଣ୍ଟର ସମୀକ୍ଷା କରିବେ । ବିଶେଷ କରି ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ପୋଲିସ ଡିଜି । ବିଶେଷ କରି ପଶ୍ଚିମବଙ୍ଗ ଫେରନ୍ତାଙ୍କୁ…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ…

କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୨୩ ମୃତ, ୪୬ ଅସୁସ୍ଥ

ବାଗଦାଦ: ଇରାକର ରାଜଧାନୀ ବାଗଦାଦରେ କୋଭିଡ୍ କେୟାର ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହସ୍ପିଚାଲରେ ନିଆଁ ଲାଗି ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଅସୁସ୍ଥ ହୋଇଛନ୍ତି ୪୫ ଜଣ । ଅକ୍ସିଜେନ ସିଲିଣ୍ଡର ମହଜୁଦ ଥିବା ରୁମରେ ବିସ୍ଫୋରଣ ହେବାରୁ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି ।…

ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ଡ୍ରାଇଭର ମୃତ

ଭବାନୀପାଟଣା: ଟ୍ରକ ଓ ମିନି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଚାପି ହୋଇ ମିନି ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କଶୃପଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଉଭୟ ଟ୍ରକ ମଧ୍ୟରେ ଏତେ ଜୋରରେ ଧକ୍କା ହୋଇଛି ଯେ ମିନି ଟ୍ରକ ଡ୍ରାଇଭର…

ଜୀଅନ୍ତା ଜଳିଗଲା ନାବାଳକ, ଗ୍ୟାସ୍ ଲିକରୁ ଘରେ ଅଗ୍ନିକାଣ୍ଡ

ସୋନପୁର: ଗ୍ୟାସ୍ ଲିକରୁ ଘରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଣେ ନାବାଳକ ଜୀବନ୍ତ ଦଗ୍ଧ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅନ୍ତର୍ଗତ ଶଙ୍କରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଆଜି ଚା କରିବା ପାଇଁ ପରିବାର ଲୋକ ଗ୍ୟାସ୍ ଟାଙ୍କି ଲଗାଇବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା ।…