Latest Odisha News

BREAKING NEWS

Yearly Archives

2021

ମୃତ୍ୟୁର ଠିକଣା ଏହି ବାବାମାନଙ୍କ ପାଖରେ ହଜି ଯାଇଥିଲା !

ପୁରୀ: ଧାର୍ମିକ ଗ୍ରନ୍ଥ ଅନୁସାରେ ହିନ୍ଦୁ ଧର୍ମରେ ଅଶ୍ୱଥମା, ମହାବୀର ହନୁମାନ, ଜାମ୍ବବାନ, ବିଭୀଷଣ, ପର୍ଶୁରାମ, ମହର୍ଷି ବ୍ୟାସ, କୃପାଚାର୍ଯ୍ୟ ଓ ରାଜା ବଳୀ ହଜାର ହଜାର ବର୍ଷ ଧରି ଜୀବିତ ରହିଛନ୍ତି । ଏହା କାଳ୍ପନିକ କିମ୍ବା ସତ୍ୟ ତା ମଧ୍ୟରେ ଆମେ ପଶିବାକୁ ଚାହୁଁ ନାହିଁ । ତେବେ…

୬ ଜିଲ୍ଲାରେ କରୋନା ସ୍ଥିତି ଗମ୍ଭୀର: ଆଜି ରାଜ୍ୟରୁ ଯେତିକି ପଜିଟିଭ୍ ତାର ଅଧା ୬ଟି ଜିଲ୍ଲାରୁ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଗମ୍ଭୀର ହେଉଛି କରୋନା ସ୍ଥିତି । ଅଧିକ ଟେଷ୍ଟିଂ ହେଉଛି । ଚିହ୍ନଟ ହେଉଛନ୍ତି ଅଧିକ ଆକ୍ରାନ୍ତ । ତଥାପି ସେକେଣ୍ଡ ଓ୍ୱେଭରେ ଉପରମୁହାଁ ସ୍ଥିତି ରାଜ୍ୟବାସୀଙ୍କୁ ଆତଙ୍କିତ କରୁଛି । ୬ଟି ଜିଲ୍ଲାରେ ବର୍ଦ୍ଧିତ ସଂକ୍ରମଣ ଏବେ ଚିନ୍ତାର ବିଷୟ ପାଲଟିଛି । ଏହି…

କରୋନାରେ କଂଗ୍ରେସର ବରିଷ୍ଠ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ଏ.କେ ୱାଲିଆଙ୍କର ଗୁରୁବାର ସକାଳେ ଆପୋଲୋ ହସ୍ପିଟାଲରେ ଦେହାନ୍ତ ଘଟିଛି। ସେ କରୋନାରେ ସଂକ୍ରମିତ ଥିବା ଜଣାପଡିଛି। ବୃତ୍ତିରେ ସେ ଜଣେ ଡାକ୍ତର ହୋଇଥିଲା ବେଳେ ଚାରିଥର (୧୯୯୩-୨୦୧୩) ଦିଲ୍ଲୀ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାବ୍ୟତୀତ ଶୀଲା…

ରାଜ୍ୟର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଓଡିଶାର ୧୨ଟି ଜିଲ୍ଲାରେ ଦିନ ୧ଟା ଯାଏଁ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା, କଟକ,…

ମାଟ୍ରିକ ପରୀକ୍ଷା ବାତିଲ ପରେ ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଦଶମ ଶ୍ରେଣୀ ଛାତ୍ର

ଭୁବନେଶ୍ୱର: କରୋନା ଯୋଗୁ ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷାକୁ ସରକାର ବାତିଲ କରିଛନ୍ତି । ଗତକାଲି ଏହି ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏହପାପରେ ଆଜି ତାଙ୍କୁ ସରକାରୀ ବାସଭବନରେ ଭେଟି ଧନ୍ୟବାଦ ଜଣାଇଛନ୍ତି ଦଶମ ଶ୍ରେଣୀ ଛାତ୍ର । କରୋନା ସଂକ୍ରମଣ ବଢୁଥିବା…

ପୁରୀରେ ସାହିଯାତ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି। ଗତକାଲି ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ଯାଏଁ ଚାଲିଥାଏ। ସୂଚନା ଅନୁଯାୟୀ ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ…

ବ୍ରାହ୍ମଣୀ ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା: ରାଉରକେଲାର ବ୍ରାହ୍ମଣୀ ନଦୀକୁ ଡେଇଁ ଗୁରୁବାର ଦିନ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୂଚନା ଅନୁଯାୟୀ, ପାରିବାରିକ କଳହ କାରଣରୁ ଜଣେ ବିବାହିତ ମହିଳା ବ୍ରାହ୍ମଣୀ ନଦୀରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଖବର ପାଇ ରଘୁନାଥପାଲି ପୋଲିସ ଓ ଅଗ୍ନିଶମ ବାହିନୀ…

ସୁପ୍ରିମକୋର୍ଟରେ ୪ ଜଣ ବିଚାରପତି କରୋନା ସଂକ୍ରମିତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପଶିଛି କରୋନା । ପୂର୍ବରୁ କର୍ମଚାରୀ ସଂକ୍ରମିତ ହୋଇଥିବା ବେଳେ ଏବେ ୪ ଜଣ ବିଚାରପତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ବିଚାରପତି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟ ୩ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି । ସଂକ୍ରମିତ ହୋଇଥିବା ୪…

ଦୈନିକ ସଂକ୍ରମଣରେ ରେକର୍ଡ: ଦିନକରେ ଦେଶରୁ ୩ଲକ୍ଷ ୧୪ ହଜାର ପଜିଟିଭ୍, ସାରା ବିଶ୍ୱରେ ସର୍ବାଧିକ

ନୂଆଦିଲ୍ଲୀ: ଏପ୍ରିଲରେ କରୋନା ଦେଶରେ ସୁନାମୀ ଆଣିଛି । ପ୍ରତିଦିନ ମାରୁଛି ଲମ୍ବା ଡିଆଁ ମାରୁଛି ମହାମାରୀ । ପ୍ରଥମେ ଲକ୍ଷେ, ପରେ ପରେ ଦୁଇ ଲକ୍ଷ ଡେଇଁଥିଲା ଦୈନିକ ସଂକ୍ରମଣ । ଆଜି ସବୁ ରେକର୍ଡ ପାର କରିଛି । ଦିନକରେ ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୧୪ ହଜାର ୮୩୫ ନୂଆ ଆକ୍ରାନ୍ତ ।…

ଓଡ଼ିଶାରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣ, ଦିନକରେ ୬୧୬୪

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ ହଜାର ୧୬୪ ନୂଆ ଆକ୍ରାନ୍ତ। ଏନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ। https://twitter.com/IPR_Odisha/status/1385068271670423553?s=19…