Latest Odisha News

BREAKING NEWS

Yearly Archives

2021

କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କରୋନା

ଭୁବନେଶ୍ବର : କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ । ଏନେଇ ନିଜେ ଟ୍ବିଟ୍ କରି ସୂଚନା ଦେଲେ ନରସିଂହ ମିଶ୍ର । ଆରଟିପିସିଆର ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଛି । କରୋନା ଆକ୍ରାନ୍ତ ହେବା ପରେ ସେ ସଙ୍ଗରୋଧରେ ରହିବା ସହ ତାଙ୍କ ସଂସ୍ପର୍ଶରେ…

ହୋଟେଲରେ ଖାଇବା ମନା, ଆଜିଠୁ ପାର୍ସଲରେ ମିଳିବ ଖାଦ୍ୟ

ଭୁବନେଶ୍ବର : କରୋନା ସଂକ୍ରମଣକୁ ନେଇ ଦେଶ ସମେତ ସାରା ରାଜ୍ୟରେ ବଢ଼ିଲାଣି ଚିନ୍ତା । ଦିନକୁ ଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବାରୁ ପ୍ରଶାସନର ଚିନ୍ତା ବି ବଢ଼ିଲାଣି । ସଂକ୍ରମଣକୁ ରୋକିବା ପାଇଁ କଟକଣା ଲଗାଇଲେଣି ସରକାର । ସେହିପରି ରାଜଧାନୀ ଭୁବନେଶ୍ବରରେ ପ୍ରତିଦିନ ସଂକ୍ରମଣ ହୁ…

ଏପ୍ରିଲ ୨୫ରୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ 

ଭୁବନେଶ୍ୱର: ଏପ୍ରିଲ ୨୫ରୁ ବନ୍ଦ ରହିବ ଭୁବନେଶ୍ୱର ଏମ୍ସ ହସ୍ପିଟାଲ ଓପିଡି । କିଛି ସ୍ୱାସ୍ଥ୍ୟକର୍ମୀ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବାରୁ ହସ୍ପିଟାଲ ଓପିଡିକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ହସ୍ପିଟାଲର ଓପିଡି ସାମୟିକ ଭାବେ ବନ୍ଦ ରହିବା ନେଇ ହସ୍ପିଟାଲ ପକ୍ଷରୁ କୁହାଯାଇଛି…

ଟସ୍ ଜିତି ଫିଲ୍ଡିଂ ନିଷ୍ପତି ନେଲା କୋଲକାତା

ମୁମ୍ବାଇ: ଚଳିତ ଆଇପିଏଲରେ ଆଜି ହେବାକୁ ଥିବା ଦ୍ୱିତୀୟ ମୁକାବିଲାରେ ଟସ୍ ଜିତି କୋଲକାତା ନାଇଟ ରାଇଡର୍ସ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଛନ୍ତି । ଚେନ୍ନାଇ ସୁପର କିଙ୍ଗସ ପ୍ରଥମେ ବ୍ୟାଟିଂ କରିବ । ଉଭୟ ଦଳ ସେମାନଙ୍କ ଚୂଡାନ୍ତ ଏକାଦଶରେ କେତେଗୁଡିଏ ପରିବର୍ତନ କରିଛନ୍ତି ।…

ଉପରମୁହାଁ ପାରଦ, ୪୦ ଡିଗ୍ରୀ ଉପରେ ରାଜ୍ୟର ୬ ସହର

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ତାତିରେ ଆଉଟୁ ପାଉଟୁ ହେଲାଣି ସାରା ରାଜ୍ୟ । ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୬ ସହର । ତେବେ ୪୨ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ…

ବିଜୟ ସ୍ୱାଦ ଚାଖିଲା ହାଇଦ୍ରାବାଦ

ଚେନ୍ନାଇ: ଚଳିତ ଆଇପିଏଲରେ ବୁଧବାର ଅନୁଷ୍ଠିତ ଏକ ଲୋ ସ୍କୋରିଂ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦ ୯ ଉଇକେଟରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରିଛି । ଏଥିସହ କ୍ରମାଗତ ୩ଟି ପରାଜୟ ପୋ ହାଇଦ୍ରାବାଦ ବିଜୟ ସ୍ୱାଦ ଚାଖିଛି । ପଞ୍ଜାବ ୧୨୧ ରନର ବିଜୟ ଲକ୍ଷ୍ୟକୁ ୧୮.୪ ଓଭରରେ ଗୋଟିଏ ଉଇକେଟ ହରାଇ…

ଚର୍ଚ୍ଚାରେ ଗଞ୍ଜାମର ସତ୍ୟନାରାୟଣ, ମାତ୍ର ଗୋଟିଏ ଘଣ୍ଟାରେ ପ୍ରସ୍ତୁତ କଲେ ସବୁଠୁ ଛୋଟ ରାମ ପ୍ରତିମା 

ଗଞ୍ଜାମ: ଚର୍ଚ୍ଚାରେ ଗଞ୍ଜାମର ସତ୍ୟନାରାୟଣ ମହାରଣା । ପବିତ୍ର ରାମ ନବମୀ ଉପଲକ୍ଷେ ଓଡ଼ିଶାର ଜଣେ କଳାକାର ବିଶ୍ବର ସବୁଠୁ ଛୋଟ ରାମ ପ୍ରତିମା ପ୍ରସ୍ତୁତ କରିଛନ୍ତି । ଏହି ପ୍ରତିମାଟିର ଉଚ୍ଚତା ମାତ୍ର 4.1 ସେଣ୍ଟିମିଟର । ଏହି ପ୍ରତିମା ମାତ୍ର ଗୋଟିଏ ଘଣ୍ଟାରେ ସେ ପ୍ରସ୍ତୁତ କରିଛନ୍ତି ।…

ରାଜ୍ୟରୁ ସୁସ୍ଥ ହେଲେ ୨୦୦୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୨୦୦୯ ଜଣ ସଂକ୍ରମିତ । ନୂଆପଡ଼ାରୁ ସର୍ବାଧିକ ୨୭୪ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୨୬୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଯୋଗାଇବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଆଗେଇ ଆସିଲେ ଗୌତମ ଗମ୍ଭୀର । ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଯୋଗାଇ ଦେବାକୁ ସେ ନିଷ୍ପତ୍ତି ନେଇଛନ୍ତି । ପୂର୍ବ ଦିଲ୍ଲୀର ବିଜେପି ସାଂସଦ ଗୌତମ ଗମ୍ଭୀର ନିଜ ସଂସଦୀୟ କ୍ଷେତ୍ରରେ ଲୋକଙ୍କୁ ମାଗଣାରେ ଫାବିଫ୍ଲ୍ୟୁ ଔଷଧ ଯୋଗାଇ ଦେବାକୁ ନିଷ୍ପତ୍ତି…

ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୭୬ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ରାଜଧାନୀ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୪୭୬ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୮୮ ଜଣ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମଣ ୩୮୮ ଜଣ ଅଛନ୍ତି । ସେହିପରି ୧୪୦ ଜଣ ସୁସ୍ଥ ହୋଇଥିବା ନେଇ ଟ୍ବିଟ୍ କରି…