Latest Odisha News

BREAKING NEWS

Yearly Archives

2021

ୱେଲଡିଂ ଦୋକାନରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ !

ଅନୁଗୁଳ: ଝୁଲୁଥିଲା ମୃତଦେହ । ଆଉ ତା ପୁଣି ୱେଲଡିଂ ଦୋକାନରେ । ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟା ଗାଁରେ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା । ମୃତଦେହକୁ ପୋଲିସ ଉଦ୍ଧାର କରିଥିଲାବେଳେ ମୃତକଙ୍କ ପରିଚୟ ଖଲାରୀ ବାସିନ୍ଦା ୩୯ ବର୍ଷୀୟ ହରି ଓରଫ ଅରକ୍ଷିତ ଗଡନାୟକ ବୋଲି ଜଣାପଡିଛି ।…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ…

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ କରୋନା ପଜିଟିଭ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୁଧବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ସେ ଟ୍ୱିଟରରେ ଲେଖିଛନ୍ତି ଯେ ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାସହ ସେ ଆହୁରି କହିଛନ୍ତି ଯେ, ମୁଁ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଔଷଧ ସେବନ କରୁଛି ଏବଂ…

ଅମ୍ଳଜାନ ଟ୍ୟାଙ୍କ୍‌ ଲିକ୍ ପରେ ବନ୍ଦ ହେଲା ଯୋଗାଣ; ୨୨ କରୋନା ରୋଗୀଙ୍କ ମୃତ୍ୟୁ

ମହାରାଷ୍ଟ୍ର: ନାସିକ ସହରର ଏକ ହସ୍ପିଟାଲ ବାହାରେ ଏକ ଅମ୍ଳଜାନ ଟ୍ୟାଙ୍କର୍ ଲିକ୍ ହେବା ପରେ ପ୍ରାୟ ୩୦ ମିନିଟ୍ ପର୍ଯ୍ୟନ୍ତ ଅମ୍ଳଜାନ ଯୋଗାଣ ବନ୍ଦ ହୋଇଯିବା ପରେ ହସ୍ପିଟାଲ୍‌ରେ ଅମ୍ଳଜାନ ଅଭାବ ହେତୁ ୨୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ବୋଲି ଜିଲ୍ଲା ପ୍ରଶାସନ କହିଛି। ଜିଲ୍ଲା…

କରୋନାରେ ବଙ୍ଗୀୟ କବି ଶଙ୍ଖ ଘୋଷଙ୍କ ପରଲୋକ

କୋଲକାତା: ବିଶିଷ୍ଟ ବଙ୍ଗୀୟ କବି ଶଙ୍ଖ ଘୋଷଙ୍କର ବୁଧବାର ସକାଳେ ପରଲୋକ ହୋଇଛି। ସେ କରୋନା ସଂକ୍ରମିତ ହୋଇଥିଲେ। ମୃତ୍ୟୁ ବେଳକୁ ଘୋଷଙ୍କୁ ୮୯ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପରଲୋକରେ ସମବେଦନା ଜଣାଇ କହିଛନ୍ତି ଯେ ତାଙ୍କ ମୃତ୍ୟୁ ସମାଜରେ ଏକ…

ଆଜି ଆରମ୍ଭ ହେବ ରଥକାଠ ଚିରଟ କାର୍ଯ୍ୟ, ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ଟିମ ପହଁଞ୍ଚିଛନ୍ତି କଟକରେ

ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ ପହଁଞ୍ଚିଛନ୍ତି । କଟକ ଖପୁରିଆ ସ୍ଥିତ ସ ମିଲରେ ରାମନବମୀ…

କରୋନାରେ ଚାଲିଗଲେ ଛାତ୍ରଛାତ୍ରୀଙ୍କର ପ୍ରିୟ ଓଡ଼ିଆ ଅଧ୍ୟାପକ ଜୟସେନ ବିଶ୍ୱାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଳକ ବିଡିପୁରସ୍ଥିତ ଟିଏସଡି କଲେଜର ଓଡିଆ ଅଧ୍ୟାପକ ଜୟସେନ ବିଶ୍ୱାଳଙ୍କ ପରଲୋକ । କରୋନାରେ ଆକ୍ରାନ୍ତ ଥିଲେ ଜୟସେନ ।  ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ବିଡିପୁରଠାରେ ଏକ କୋଚିଂ ସେଣ୍ଟର ଖୋଲି…

ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କଲେ ବାଲୁକାଶିଳ୍ପୀ…

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଳୁକାକଳା । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ସଚେତନତାର ବର୍ତ୍ତା ଦେଇଛନ୍ତି । ରାଜ୍ୟରେ କରୋନା ମହାମାରୀର…

ଶ୍ରୀମନ୍ଦିରର ଆଉ ଜଣେ ସେବାୟତ କରୋନା ପଜିଟିଭ

ପୁରୀ: ପୁରୀ ଶ୍ରୀମନ୍ଦିରର ଆଉ ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଉତ୍ତରପ୍ରଦେଶର କୁମ୍ଭମେଳାରୁ ଫେରିଥିବା ୩୨ ଜଣଙ୍କ ମଧ୍ୟରେ ଥିଲେ ବୋଲି ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ କ୍ରିଷ୍ଣନ କୁମାର ସୂଚନା ଦେଇଛନ୍ତି। କୁମାର କହିଛନ୍ତି, ସେବାୟତ ବର୍ତ୍ତମାନ…

ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୁଣି ମାଓ ହିଂସା; ଜଣେ ଯବାନ ଆହତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ପୁଣି ମାଓ ହିଂସା । ନକ୍ସଲ ପନ୍ଥିଙ୍କ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଗୋଟିଏ ଗାଈ ପ୍ରାଣ ହରାଇଥିବା ଜଣା ପଡ଼ିଛି । ସୋନପୁର କୁନ୍ଦଲା ରାସ୍ତାରେ ଯବାନଙ୍କୁ ଟାର୍ଗେଟ କରି ମାଓବାଦୀ…