Latest Odisha News

BREAKING NEWS

Yearly Archives

2021

ବଲାଙ୍ଗିରରେ କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କଲେ ପୋଲିସ୍ ଡିଜି, କୋଭିଡ୍ କଟକଣା ପାଳନ କରିବାକୁ…

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର କୋଭିଡ୍ ଓ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି କରିଛନ୍ତି ଡିଜିପି ଅଭୟ । ସ୍ଥାନୀୟ ରିଜର୍ଭ ଅଫିସରେ ଜିଲ୍ଲାରେ ବୃଦ୍ଧି ପାଉଥିବା କରୋନା ସ୍ଥିତି ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି ଅଭୟ ।  ସମୀକ୍ଷା ପରେ କୋଭିଡ୍ କଟକଣା…

କରୋନାରେ ଆଉ ଜଣେ ଡାକ୍ତରଙ୍କ ମୃତ୍ୟୁ

ମୁମ୍ବାଇ: କରୋନା ଯୋଗୁ ମୁମ୍ବାଇର ଜଣେ ଡାକ୍ତର ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଫେସ୍‌ବୁକ୍‌ରେ ବିଦାୟ ନେବାର ଗୋଟିଏ ଦିନ ପରେ ଦୁନିଆରୁ ବିଦାୟ ନେଇଛନ୍ତି ଏହି ମହିଳା ଡାକ୍ତର। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଉକ୍ତ ଡାକ୍ତର ଜଣକ ସୋସିଆଲ ମିଡିଆରେ ଲେଖିଥିଲେ ଯେ, ଏହା ହୁଏତ ତାଙ୍କ…

ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, କରୋନାରେ ଥିଲେ ଆକ୍ରାନ୍ତ 

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ଏନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ମନମୋହନ ସିଂହ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଦିଲ୍ଲୀ ଏମ୍‌ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ…

ବଲିଉଡ୍‌ ଫିଲ୍ମ ମାଧ୍ୟମରେ ତାଙ୍କ ସରକାର ବିରୁଦ୍ଧରେ ଚାଲିଥିବା ଷଡଯନ୍ତ୍ର ଦେଖାଇଲେ ପାକିସ୍ତାନ ପିଏମ୍‌ ଇମ୍ରାନ…

ପାକିସ୍ତାନ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରିବା ପରେ ଏହି ପୋଷ୍ଟ ଟ୍ୱିଟରରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ୧୯୮୪ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର 'ଇନ୍‌କିଲାବ'ର ଏକ କ୍ଲିପ୍ ଥିଲା। ଇମ୍ରାନ…

ମାଟ୍ରିକ ବୋର୍ଡ ପରୀକ୍ଷା ବାତିଲ୍, ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଦେବାକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର । ଚଳିତବର୍ଷ ରାଜ୍ୟରେ ବାତିଲ ହେଲା ମାଟ୍ରିକ ବୋର୍ଡ ପରୀକ୍ଷା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପରୀକ୍ଷା ବାତିଲ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି…

କୋଭିଡ୍ ପରିଚାଳନାକୁ ନେଇ ମୋଦି ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ଶିଖରରେ ରହିଥିବା ବେଳେ ଆକ୍ରାନ୍ତଙ୍କୁ ମେଡିକାଲରେ ବେଡ୍ ମିଳୁନି, ଅକ୍ସିଜେନ୍ ଅବାଭ ଦେଖା ଦେଇଛି । ଅନ୍ୟପଟେ ବିଜେପି ପ୍ରଚାରରେ ମାତିଛି । ଏବେର ସମୟ ଜନତାଙ୍କ ଦୁଃଖ ଶୁଣିବାର, ପ୍ରଚାରର ନୁହେଁ ବୋଲି କହି କେନ୍ଦ୍ରର ମୋଦି ସରକାରଙ୍କୁ ଜୋଦଦାର…

ସିନେମା କର୍ମଚାରୀ ଏବଂ ସାମ୍ବାଦିକଙ୍କୁ ମିଳିବ ମାଗଣା କରୋନା ଟିକା

ନୂଆଦିଲ୍ଲୀ: ତେଲୁଗୁ ମେଗାଷ୍ଟାର ଚିରଞ୍ଜୀବୀଙ୍କ ନେତୃତ୍ୱାଧୀନ କରୋନା କ୍ରାଇସିସ୍ ଚ୍ୟାରିଟି (ସିସିସି) ଆପୋଲୋ ୨୪୭ ସହ ମିଳିତ ଭାବେ ସିନେମା କର୍ମଚାରୀଙ୍କୁ ମାଗଣା କୋଭିଡ-୧୯ ଟିକାକରଣ ଯୋଗାଇବ ବୋଲି ଘୋଷଣା କରିଛି। ତେଲୁଗୁ ଚଳଚ୍ଚିତ୍ର ଶିଳ୍ପ କର୍ମୀଙ୍କୁ ସାହାଯ୍ୟ କରିବା ପାଇଁ ଗତ ବର୍ଷ…

ସ୍ଥଗିତ ହେଲା ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ: ସୂଚନା ଅନୁଯାୟୀ ଭାରତରେ କୋଭିଡ୍‌ ସଂକ୍ରମଣ ପ୍ରଭାବକୁ ଦୃଷ୍ଟିରେ ରଖି ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗା ଭାରତ ଏବଂ ଫିଲିପାଇନ୍ସ ଗସ୍ତ ଯୋଜନାକୁ ସ୍ଥଗିତ ରଖିଛନ୍ତି। ରିପୋର୍ଟ ଅନୁଯାୟୀ ପିଏମ୍‌ ସୁଗା ଗସ୍ତ ବଦଳରେ କରୋନାଭାଇରସ୍ ମାମଲାରେ ସମ୍ପ୍ରତି ବୃଦ୍ଧି ଘଟିବା…

କ୍ରିକେଟର ଧୋନିଙ୍କ ବାପା, ମାଆ କରୋନା ପଜିଟିଭ୍

ରାଞ୍ଚି: କ୍ରିକେଟର ମହେନ୍ଦ୍ର ସିଂହ ଧୋନିଙ୍କ ବାପା, ମାଆ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ସେମାନଙ୍କୁ ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବୁଧବାର ଧୋନିଙ୍କ ପାତି ପାନ ସିଂହ ଓ ମାତା ଦେବିକା ଦେବୀ ବାରିୟାତୁ ରୋଡ୍ ସ୍ଥିତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…

ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଗସ୍ତରେ ପୋଲିସ ଡିଜି

ଭୁବନେଶ୍ୱର: ତିନିଟି ଜିଲ୍ଲା ଗସ୍ତରେ ଯାଇଛନ୍ତି ପୋଲିସ ଡିଜି ଅଭୟ । ପ୍ରଥମେ ସେ ବଲାଙ୍ଗିର ଜିଲ୍ଲାରେ ପହଞ୍ଚିଥିଲେ । ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଜିଲ୍ଲାରେ କୋଭିଡ୍ ସ୍ଥିତି ନେଇ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ପୋଲିସ ଡିଜି । ଏସ୍‌ପିଙ୍କ ସମେତ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ…