Latest Odisha News

BREAKING NEWS

Yearly Archives

2021

ଖୋର୍ଦ୍ଧା ଉପଖଣ୍ଡରେ ଥିବା ଧାର୍ମିକ ଅନୁଷ୍ଠାନ ଭିତରକୁ ପ୍ରବେଶ ମନା

ଖୋର୍ଦ୍ଧା : କରୋନା ପାଇଁ ଧାର୍ମମିକ ଅନୁଷ୍ଠାନ ଉପରେ ଲାଗିଲା କଟକଣା । କଟକ, ଭୁବନେଶ୍ବର ପରେ ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଉପରେ ଲାଗିଛି କଟକଣା । ସଂକ୍ରଣ ବୃଦ୍ଧି ପାଉଥିବାରୁ ଏଣିକି ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନ ଭିତରକୁ…

ଆତ୍ମାହୁତି ଉଦ୍ୟମ ପରେ ଆଖି ବୁଝିଲେ କର୍ମଚାରୀ

ସମ୍ବଲପୁର : ଆତ୍ମାହୁତି ଉଦ୍ୟମ କରିଥିବା ସମ୍ବଲପୁର ବିଶ୍ବବିଦ୍ୟାଳୟର ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ କଟକ ନେବା ସମୟରେ ଅଧରାସ୍ତାରେ ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ମୃତ୍ୟୁ ହୋଇଛି । ନିଜ ଦେହରେ ପେଟ୍ରୋଲ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଥିଲେ ଦୀନବନ୍ଧୁ…

ଯଶୋବନ୍ତପୁର ଓ ହାଓ୍ବଡା ମଧ୍ୟରେ ଗଡିବ ସ୍ପେଶାଲ୍ ଟ୍ରେନ, ଓଡ଼ିଶାର ଏହି ସ୍ଥାନରେ ରହଣି…

ନୂଆଦିଲ୍ଲୀ: ଯଶୋବନ୍ତପୁର ଓ ହାଓ୍ବଡା ମଧ୍ୟରେ ଏପ୍ରିଲ ୨୨ରୁ ଜୁନ୍ ୨୯ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବା ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି ନିଆଯାଇଛି। ୦୬୫୯୭ ଯଶୋବନ୍ତପୁର-ହାଓ୍ବଡ଼ା ବିଶେଷ ଟ୍ରେନ ଯଶୋବନ୍ତପୁର ଠାରୁ ଏପ୍ରିଲ୍ ୨୨ରୁ ୨୪ ଜୁନ୍ ୨୦୨୧ ମଧ୍ୟରେ ପ୍ରତ୍ୟେକ…

ପ୍ରବାସୀଙ୍କ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ସାରା ଦେଶରେ ଭୟଙ୍କର ରୂପ ନେଉଛି ମହାମାରୀ କରୋନା । ସଂକ୍ରମଣ ବଢୁଥିବାରୁ ଦେଶର ବିଭିନ୍ନ ରାଜ୍ୟରେ ଲାଗିଲାଣି କଟକଣା । ତେବେ ରାଜ୍ୟରେ ମଧ୍ୟ ସମାନ ଅବସ୍ଥା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ତାଳଚେର ସାର କାରଖାନାରେ ୟୁରିଆ ଉତ୍ପାଦନ ପାଇଁ ସ୍ୱତନ୍ତ୍ର ସବସିଡ଼ି ପଲିସିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ,…

ନୂଆଦିଲ୍ଲୀ: ତାଳଚେର ସାର କାରଖାନାରେ ୟୁରିଆ ଉତ୍ପାଦନ ପାଇଁ ସ୍ୱତନ୍ତ୍ର ସବସିଡ଼ି ପଲିସିକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ । ଆତ୍ମନିର୍ଭର ଭାରତ ପୂରଣ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ତାଳଚେର ସାର କାରଖାନା…

ସ୍ଥଗିତ ରହିଲା UGC-NET

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ପକ୍ଷରୁ ମଙ୍ଗଳବାର ଦିନ UGC-NETକୁ ସ୍ଥଗିତ ରଖାଯାଇଛି। ୨୦୨୦ ଡିସେମ୍ବରରେ ହେବାକୁ ଥିବା ପରୀକ୍ଷା ଗତବର୍ଷ ମଧ୍ୟ କରୋନା ସଂକ୍ରମଣ ପାଇଁ ବନ୍ଦ ହୋଇଥିଲା‌। ଚଳିତ ମେ’ ୨ରୁ ୧୭ ମଧ୍ୟରେ ୟୁଜିସି ପରୀକ୍ଷା…

ସୋଆ ପକ୍ଷରୁ ବୃତିଗତ ଏବଂ ଗବେଷଣା ଭିତ୍ତିକ ଲେଖାକୁ ନେଇ ପ୍ରଥମ ଆନ୍ତର୍ଜାତୀୟ ଫ୍ୟାକଲ୍ଟି ଡେଭ୍‌ଲପ୍‌ମେଂଟ ପ୍ରୋଗ୍ରାମ୍…

ଭୁବନେଶ୍ୱର: ବର୍ତମାନ ପରିସ୍ଥିତିରେ ବୃତିଗତ ଏବଂ ଗବେଷଣାତ୍ମକ ଲେଖାକୁ ନେଇ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ୫ ଦିନିଆ ଆନ୍ତର୍ଜାତୀୟ ଫ୍ୟାକଲ୍ଟି ଡେଭ୍‌ଲପ୍‌ମେଂଟ ପ୍ରୋଗ୍ରାମ ସୋମବାର ଶେଷ ହୋଇଯାଇଛି। ଭର୍ଚୁଆଲି ଆୟୋଜିତ ଏହି ଫ୍ୟାକଲ୍ଟି ଡେଭ୍‌ଲପ୍‌ମେଂଟ…

୪୦ ଡିଗ୍ରୀ ଉପରେ ରାଜ୍ୟର ୧୨ ସହର

ଭୁବନେଶ୍ବର : ପ୍ରବଳ ତାତିରେ ଆଉଟୁପାଉଟୁ ହେଲାଣି ସାରା ରାଜ୍ୟ । ଗ୍ରୀଷ୍ମ ପ୍ରବାହ ସହ ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୨ ସହର । ତେବେ ୪୨.୧ ଡିଗ୍ରୀ ତାପମାତ୍ରା ସହ ସୋନପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଭୁବନେଶ୍ବରରୁ ୫୮୧ କରୋନା ପଜିଟିଭ୍ ଚିହ୍ନଟ, ୨୦୪ ସୁସ୍ଥ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଉପରମୁହାଁ କରୋନା ସଂକମ୍ରଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପ୍ରଶାସନ ବି ଦେଖାଇଲାଣି ତତ୍ପରତା । ଏହି କ୍ରମରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୫୮୧ କରୋନା ଆକ୍ରାନ୍ତ । କ୍ବାରେଣ୍ଟାଇନରୁ ୧୧୧ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୪୭୦ ।…

କରୋନା ସଂକ୍ରମଣ ଯୋଗୁ ପର୍ତ୍ତୁଗାଲ ଓ ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି 

ନୂଆଦିଲ୍ଲୀ: ଭାରତରେ କରୋନାର ଦ୍ବିତୀୟ ଲହର ସାଂଘାତିକ ହେଲାଣି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପର୍ତ୍ତୁଗାଲ ଓ ଫ୍ରାନ୍ସ ଗସ୍ତ ବାତିଲ କରିପାରନ୍ତି ବୋଲି ଜଣାପଡିଛି ।ଆସନ୍ତା 8ରେ ପର୍ତ୍ତୁଗାଲରେ ଆୟୋଜିତ ହେବାକୁ ଥିବା ଭାରତ - ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ…