Latest Odisha News

BREAKING NEWS

Yearly Archives

2021

ସରିଲା ବ୍ରହ୍ମପୁରର ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା, ଶାଶୁ ଘରକୁ ଫେରିଲେ ମାଆ ସାଆନ୍ତାଣୀ

ବ୍ରହ୍ମପୁର: ସରିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ବାପା ଘରେ ନଅ ଦିନ ରହଣୀ ପରେ ପାଟ, ପାଟୁଆରରେ ଶାଶୁ ଘରକୁ ଫେରିଛନ୍ତି ମାଆ ସାଆନ୍ତାଣୀ । ଗତକାଲି ଅସ୍ଥାୟୀ ମଣ୍ଡପରୁ ବିଳମ୍ବିତ ରାତିରେ ରୀତିନୀତି ଅନୁସାରେ ମନ୍ଦିରକୁ ବାହୁଡ଼ିଛନ୍ତି ମାଆ ବୁଢ଼ୀ ଠାକୁରାଣୀ…

ବ୍ରିଟେନର ରେଡ୍ ଲିଷ୍ଟରେ ଭାରତ, ଆମେରିକା ବି ଲଗାଇଲା କଟକଣା

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ୱିତୀୟ ଲହର ପ୍ରତିଦିନ ସଂକ୍ରମଣ ମାମଲା ବୃଦ୍ଧି କରି ଚାଲିଛି । ଗତକାଲି ଦେଶରେ ୨ ଲକ୍ଷ ୭୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଯାହାକି ଏଯାବତ୍ ଚିହ୍ନଟ ସର୍ବାଧିକ ଦୈନିକ ସଂକ୍ରମଣ ମାମଲା । ବଢ଼ୁଥିବା ସଂକ୍ରମଣକୁ ଦେଖି ବ୍ରିଟେନ ଭାରତକୁ ରେଡ୍…

ଆଜି ଅଶୋକାଷ୍ଟମୀ: ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବେନଶ୍ୱର: ଆଜି ପବିତ୍ର ଅଶୋକାଷ୍ଟମୀ । ଆଜି ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଣ । ସାଢ଼େ ୧ଟା ସୁଦ୍ଧା ପହଣ୍ଡି ସରିବ । ଅପରାହ୍ଣ ୩ଟାରେ ରଥ ଟଣା ଯିବା ନେଇ ନିଷ୍ପତ୍ତି ହୋଇଛି । ଏଥିପାଇଁ ସମସ୍ତ…

ଘାତକ ହେଉଛି ମହାମାରୀ: ରାଜ୍ୟରୁ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ । ସେହିପରି କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ…

ଆଜି ରାଜ୍ୟରୁ ୪ ହଜାର ୭୬୧ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୨୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା କାୟା । କ୍ରମାଗତ ଦ୍ୱିତୀୟ ଦିନରେ ରାଜ୍ୟରୁ ଚାରି ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ହଜାର ୭୬୧ ଆକ୍ରାନ୍ତ । ଏମାନଙ୍କ ଭିତରେ ୨ହଜାର ୭୮୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୯ଶହ ୭୬ଟି…

ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ପ୍ରବାହ ସମସ୍ତଙ୍କ ନିଦ ହଜାଇ ଦେଲାଣି । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି । ଏସବୁକୁ ଦେଖି ସରକାର ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ସହ ସପ୍ତାହନ୍ତ ସଟଡାଉନ୍ ଲାଗୁ କରିଛନ୍ତି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା…

କୋଭିଡ୍ କଟକଣାରେ ଏବର୍ଷ ଶ୍ରୀକ୍ଷେତ୍ରରେ ସାହି ଯାତ

ପୁରୀ: କୋଭିଡ କଟକଣା ମଧ୍ୟରେ ଚଳିତବର୍ଷ ପୁରୀରେ ସାହି ଯାତ ଅନୁଷ୍ଠିତ ହେବ । ସ୍ୱଳ୍ପ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ କରିବା ନେଇ ଜିଲ୍ଲାପାଳ ସାହି ମୁରବୀମାନଙ୍କ ସହ ବୈଠକ ପରେ ନିଷ୍ପତ୍ତି ହୋଇଛି । ଶ୍ରୀରାମ ନବମୀ ଅର୍ଥାତ ଅପ୍ରେଲ ୨୧ ତାରିଖରୁ ମେ ମାସ ୪ତାରିଖ ରାମାଭିଷେକ ଯାଏ ସାହି ଯାତ…

ଘର ଫେରୁଛନ୍ତି ପ୍ରବାସୀ, ବସଷ୍ଟାଣ୍ଡ ଓ ଷ୍ଟେସନରେ ପ୍ରବଳ ଭିଡ଼

ନୂଆଦିଲ୍ଲୀ: ଦିଲ୍ଲୀରେ ସୋମବାର ରାତି ୧୦ଟାରୁ ଆସନ୍ତା ସୋମବାର ଅର୍ଥାତ୍ ଏପ୍ରିଲ୍ ୨୬ ସକାଳ ୫ଟା ଯାଏ ଲକଡାଉନ୍ ଲାଗୁ ହୋଇଛି । ଦିଲ୍ଲୀରେ ଲଗାତାର ବଢ଼ୁଥିବା କୋଭିଡ୍ ମାମଲାକୁ ଦେଖି ଲକଡାଉନ୍ ଲାଗୁ କରିଛନ୍ତି ଦିଲ୍ଲୀ ସରକାର । ଲକଡାଉନ୍ ଆରମ୍ଭ ହୋଇଯାଇଥିବା ବେଳେ ସୋମବାର ଦିଲ୍ଲୀର…

ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର ତରଫରୁ ଅନଲାଇନ କବିତା ଆସର

ଭୁବନେଶ୍ୱର : ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି ପାଳନ ଅବସରରେ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର( ଆର୍ . ପି. ଓ.ପି ) ଆନୁକୂଲ୍ୟରେ ଏକ ଅନଲାଇନ କବିତା ଆସର ଆୟୋଜିତ ହୋଇଯାଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ଏହି ସାରସ୍ୱତ ସଭାକୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡ.…

ଗଳ୍ପ : ଦଂଶନ

ଲକ୍ଷ୍ମୀପ୍ରିୟା ଓଝା ଭିଡ଼ ଆପେ ଆଡେଇ ଗଲା । ସାଇରନ ମାରି ମେଣ୍ଟାଲ ହସ୍ପିଟାଲ ଆମ୍ବୁଲାନ୍ସଟା ଅଟକିଗଲା ଦାଣ୍ଡରେ । ନୀଳ ୟୁନିଫର୍ମ ପିନ୍ଧା ଦି ଟା ଯୁଆନ ଖପ ଖାପ ଡେଇଁ ପଡିଲେ ତଳକୁ । ପଛ ଡୋର ଖୋଲି ନୀଳ ଶାଢ଼ୀ ପିନ୍ଧା ନର୍ସଟେ ଟିକେ ଧୀରେ ଓ଼ଲ୍ଲେଇଲା । ବୋଧହୁଏ ଶାଢ଼ୀ ପିନ୍ଧାର ଅଭ୍ୟାସ…