Latest Odisha News

BREAKING NEWS

Yearly Archives

2021

ପୁଣି ଖଟିଆରେ ବୁହା ହେଲେ ଗର୍ଭବତୀ

ଭବାନୀପାଟଣା: ଦୁର୍ଗମ ଅଞ୍ଚଳରେ ପୁଣି ଜନନୀ ଯନ୍ତ୍ରଣା । ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ଗର୍ଭବତୀ । ଘଟଣା ଘଟିଛି କଳାହାଣ୍ଡି ଥୁଆମୂଳ ରାମପୁର ପଡାପଦର ପଞ୍ଚାୟତ ଭିତରଡୁଙ୍ଗାରେ । ପାହାଡ ଜଙ୍ଗଲ ଅଞ୍ଚଳ ହୋଇଥିବା ବେଳେ ବେଳେ ଗମନା ଗମନର କୌଣସି ସବୁିଧା ନାହିଁ । ଏମିତି ଅଣ ଓସାରିଆ…

ପଶ୍ଚିମବଙ୍ଗରେ ନିର୍ବାଚନ ରାଲିକୁ ବାତିଲ୍ କଲେ ରାହୁଲ ଗାନ୍ଧି, କରୋନା ସଂକ୍ରମଣ ବଢୁଥିବାରୁ ନିଷ୍ପତ୍ତି

ନୂଆଦିଲ୍ଲୀ: କରୋନା କେସ୍ ବଢୁଥିବାରୁ ନିର୍ବାଚନ ରାଲିକୁ ସ୍ଥଗିତ ରଖିଲେ ରାହୁଲ ଗାନ୍ଧି । ପଶ୍ଚିମବଙ୍ଗରେ ଆଗାମୀ ଦିନରେ ହେବାକୁ ଥିବା ସର୍ବସାଧାରଣ ରାଲିକୁ ସ୍ଥଗିତ କରିଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାହୁଲ ଗାନ୍ଧି । ଏହାସହ ଅନ୍ୟ ରାଜନୈତିକ ଦଳଙ୍କୁ ଏଦିଗରେ ଚିନ୍ତା…

ଓଡ଼ିଶାର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ପରଲୋକ

ବଲାଙ୍ଗୀର: ପାଟଣାଗଡର ପୂର୍ବତନ ବିଧାୟକ ବିବେକାନନ୍ଦ ମେହେରଙ୍କ ରବିବାର ସକାଳେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ କୁହାଯାଇଛି ଯେ ମେହେର କିଡନୀ ରୋଗରେ ପୀଡିତ ଥିଲେ ଏବଂ ଗତ ଦୁଇ ବର୍ଷ ଧରି ତାଙ୍କର ଡାୟଲିସିସ୍ ଚାଲିଥିଲା। ତାଙ୍କ…

କରୋନାରେ ଆଉ ଜଣେ ଡାକ୍ତରଙ୍କ ମୃତ୍ୟୁ

ବଲାଙ୍ଗୀର: ଓଡିଶାର ବଲାଙ୍ଗୀର ଜିଲ୍ଲାର ଜଣେ ଆୟୁର୍ବେଦିକ ଡାକ୍ତର ଶନିବାର ଦିନ କରୋନାରେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି। ମୃତ ବ୍ୟକ୍ତି ଜଣକ ସାଗରପଡାର ଡାକ୍ତର ଦିଲୀପ ଷଡ଼ଙ୍ଗୀ ବୋଲି ଜଣାପଡିଛି। ଡ. ଷଡ଼ଙ୍ଗୀ ରକ୍ସିମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁର୍ବେଦିକ ଡାକ୍ତର…

କରୋନା ଯୋଗୁ JEE ମେନ୍ ଏପ୍ରିଲ ସେସନ୍ ସ୍ଥଗିତ

ନୂଆଦିଲ୍ଲୀ: ଦେଶରେ କରୋନା କାୟା ବଢୁଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍ ଏପ୍ରିଲ ସେସନକୁ ସ୍ଥଗିତ ରଖାଯାଇଛି । ଏନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ (NTA) ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ବର୍ତ୍ତମାନ କରୋନା ସ୍ଥିତିରେ ପରୀକ୍ଷାର୍ଥୀ ଓ ପରୀକ୍ଷା ପରିଚାଳନାରେ…

ଜେଲରେ ଅଚାନକ ରେଡ୍: ଟଙ୍କା ଓ ମୋବାଇଲ୍ ଫୋନ୍ ଜବତ

ଜୟପୁର(କୋରାପୁଟ): ଜେଲ ଭିତରେ ଗଞ୍ଜେଇ କାରବାର ଅଭିଯୋଗରେ ଜୟପୁର ଉପକାରାଗାରରେ ପୋଲିସର ଅତର୍କିତ ଚଢ଼ାଉ । ଆଜି ଭୋର ୪ଟା ବେଳେ ଅଚାନକ ଜେଲ ଭିତରେ ଚଢ଼ାଉ କରିଥିଲା ପୋଲିସ । ଏତିକିବେଳେ ଉପସ୍ଥିତ ଥିଲେ କୋରାପୁଟ ଜିଲ୍ଲାପାଳ ଓ ଏସପି । ଚଢ଼ାଉ ବେଳେ ଜେଲ ଭିତରୁ ଟଙ୍କା, ମୋବାଇଲ୍ ଫୋନ୍,…

ଓଡ଼ିଶା ପାଇଁ ୧୦ ଜିଲ୍ଲା ଟେନସନ୍: ଦିନକରେ ବାହାରିଛନ୍ତି ୭୨% କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଚାରି ହଜାର ମୁହାଁ ହେଲାଣି ଦୈନିକ ସଂକ୍ରମଣ । ଏବେ ପ୍ରତିଦିନି ୩ହଜାର ଉପରେ ରହୁଛି ପଜିଟିଭ୍ କେସ୍ । ଦୈନିକ ସଂକ୍ରମଣରେ ୧୦ଟି ଜିଲ୍ଲା ରାଜ୍ୟର ଚିନ୍ତା ବଢ଼ାଇଛି । ଆଜି ଏହି ୧୦ ଜିଲ୍ଲାରୁ ବାହାରିଛନ୍ତି କେବଳ ୬୭ ପ୍ରତିଶତ ନୂଆ ଆକ୍ରାନ୍ତ । ଛତିଶଗଡ଼ରେ କରୋନା…

ଅର୍ଜୁନ ରାମପାଲ ଏବଂ ନୀଲ୍‌ ନିତିନ ମୁକେଶ କରୋନା ପଜିଟିଭ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ଅର୍ଜୁନ ରାମପାଲ କରୋନା ସଂକ୍ରମିତ ହୋଇଛନ୍ତି। ସେ ନିଜେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏହି ସୂଚନା ପ୍ରଦାନ କରିଛନ୍ତି। ଅର୍ଜୁନ ବର୍ତ୍ତମାନ କ୍ବାରେଣ୍ଟାଇନ୍‌ରେ ଅଛନ୍ତି। ଏହାସହ  ସେ ଆବଶ୍ୟକୀୟ ପ୍ରୋଟୋକଲଗୁଡିକ ମଧ୍ୟ ଅନୁସରଣ କରୁଛନ୍ତି। ଏହାସହ…

ଶ୍ରୀମନ୍ଦିରରେ ଜାରି ରହିଛି ବିଶୋଧନ ପ୍ରକ୍ରିୟା

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଦିନ ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି। ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି। ଅଗ୍ନିଶମ ବାହିନୀ, ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର…

ଉପରାଷ୍ଟ୍ରପତି କମଲା ହାରିସଙ୍କୁ ହତ୍ୟା ଧମକ ଦେଇ ନର୍ସ ଗିରଫ

ୱାଇଂଟନ: ଆମେରିକାର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଫ୍ଲୋରିଡାର ଜଣେ ୩୯ ବର୍ଷୀୟ ନର୍ସଙ୍କୁ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଗିରଫ କରାଯାଇଛି। ଆମେରିକାର ଗୁପ୍ତ ସେବା ଦ୍ୱାରା ଅନୁସନ୍ଧାନ ପରେ ନିଭିଆନ୍ ପେଟିଟ୍ ଫେଲପ୍ସଙ୍କୁ ଗିରଫ…