ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ
ବାଲେଶ୍ବର: ସିମୁଳିଆ ରେଳ ଷ୍ଟେସନ ନିକଟରେ ଗୁରୁବାର ସକାଳେ ଭୁବନେଶ୍ୱର-ହାୱଡା ଜନ ଶତାବ୍ଦୀ ଏକ୍ସପ୍ରେସର ଏକ କୋଚରେ ନିଆଁ ଲାଗିଥିବା ନଜରକୁ ଆସିଥିଲା।
ସୂଚନାନୁସାରେ, କୋଚ୍ ନଂ ଡି-୬ ନିକଟରେ ଥିବା ଏକ ଡଷ୍ଟବିନରୁ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ…