Latest Odisha News

BREAKING NEWS

Yearly Archives

2021

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳତା ୧୪-୪-୨୦୨୧ ବୁଧବାର ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ଅପ୍ରେଲ ୧୪ ତାରିଖ ବୁଧବାର ମେଷ୧ ଦିନ ଚୈତ୍ର ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର ଆଜିର ଘାତ ବାରକର୍କଟ ରାଶିର ଆଜିର ଘାତ ଚନ୍ଦ୍ର ମେଷ…

ଆସନ୍ତାକାଲିଠାରୁ ସାରା ମହାରାଷ୍ଟ୍ରରେ ୧୪୪ ଧାରା

ମୁମ୍ବାଇ : ଦେଶରେ ମହାମାରୀ କରୋନା ଉପରମୁହାଁ । ଦିନକୁ ଦିନ ରେକର୍ଡ ଭାଙ୍ଗୁଛି ସଂକ୍ରମର । କିନ୍ତୁ ମହାରାଷ୍ଟ୍ରରେ ନିଦ ହଜାଇଲାଣି ଭୂତାଣୁ । ଭାଇରସର ଭୟାବହତାକୁ ନଜରରେ ରଖି ମହାରାଷ୍ଟ୍ରରେ ଲାଗୁ ହୋଇଛି ବଡ଼ କଟକଣା । ଆସନ୍ତାକାଲିଠାରୁ ସାରା ମହାରାଷ୍ଟ୍ରରେ ଲାଗୁ ହେବ ୧୪୪ ଧାରା । ଏନେଇ…

ବାଲୁଚିସ୍ତାନରେ ମା’ଭବାନୀଙ୍କ ଚୈତ୍ର ପୂଜା

ଚୈତ୍ର ମାସରେ ମା’ଙ୍କର କରାଯାଉଛି ରୀତିର ସହ ପୂଜାର୍ଚ୍ଚନା । ପାକିସ୍ତାନ ବାଲୁଚିସ୍ତାନ ହିଙ୍ଗୋଳ ନଦୀ କୂଳରେ ହିଙ୍ଗଲାଜ ଭବାନୀ ମନ୍ଦିର । ଯେଉଁଠି ହୁଏ ଚମତ୍କାର । ଆଉ ସବୁଠୁ ବଡ଼ କଥା ହେଲା ଏହି ମନ୍ଦିର ହେଉଛି ଉଭୟ ହିନ୍ଦୁ ଓ ମୁସଲମାନଙ୍କ ଏକତାର ପ୍ରତୀକ । ଯେଉଁଠି ଉଭୟ ଧର୍ମର ଶ୍ରଦ୍ଧାଳୁ…

ରସେଲଙ୍କ ୫ ଉଇକେଟରେ ମୁମ୍ବାଇ ଧରାଶାୟୀ, କୋଲକାତା ସମ୍ମୁଖରେ ୧୫୩ ରନର ଲକ୍ଷ୍ୟ

ଚେନ୍ନାଇ:ଆନ୍ଦ୍ରେ ରସେଲଙ୍କ ଚମତ୍କାର ବୋଲିଂ ବଳରେ ଏଠାରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗର ଏକ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ୧୫୩ ରନର ବିଜୟ ଲକ୍ଷ୍ୟ କୋଲକାତା ନାଇଟ ରାଇଡର୍ସ ସମ୍ମୁଖରେ ରଖିଛି । ମୁମ୍ବାଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୫୨ ରନ କରି ଅଲଆଉଟ ହୋଇ…

ସମାଜକୁ ସୁସ୍ଥ ଓ ରୋଗମୁକ୍ତ କରିବାକୁ ପ୍ରୟାସ: ଓଡିଶାରେ ଆରମ୍ଭ ହେଲା “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ । ଭାରତର କୃଷି ଜମିକୁ ରାସାୟନିକ ସାର ଓ ଔଷଧର ବିଷାକ୍ତ ପ୍ରଭାବରୁ ମୁକ୍ତ ସହ ସଂପୂର୍ଣ୍ଣ ସମାଜକୁ ସୁସ୍ଥ ଏବଂ ରୋଗମୁକ୍ତ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି । “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନକୁ…

କରୋନା ପାଇଁ ନୂଆପଡ଼ାରେ ବନ୍ଦ ରହିବ ଦୋକାନ ବଜାର

ନୂଆପଡ଼ା : ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଚିନ୍ତା ବଢ଼ିବା ସହ ଲୋକେ ଭୟଭୀତ ହେଲେଣି । କରୋନା ସଂକ୍ରମଣକୁ ନଜରରେ ରଖି ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବଡ଼ ନିଷ୍ପତ୍ତି ନେଇଛି ବଣିକ ସଂଘ । ଆସନ୍ତା ଏପ୍ରିଲ ୧୬ ତାରିଖରୁ…

କୋଭିଡ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ୭ଟି ଦୋକାନ ସିଲ୍, ନବରଙ୍ଗପୁର ଜିଲ୍ଲା ପ୍ରଶାସନର କଡା ଯାଞ୍ଚ

ଉମରକୋଟ: ଅମାନିଆ ଦୋକାନୀ ଓ ଗ୍ର।ହକଙ୍କୁ ସାବାର୍ଡ କରିବାକୁ କଡା ଯାଞ୍ଚ କରୁଛି ନବରଙ୍ଗପୁର ଜିଲ୍ଲା ପ୍ରଶାସନ । ଆଜି କୋଭିଡ ନିୟମ ଉଲ୍ଲଙ୍ଘନରେ ଉମରକୋଟ ସହରର ୭ଟି ଦୋକାନକୁ ଜିଲ୍ଲା ପ୍ରଶାସନ ସିଲ୍ କରିଛି । ଏହାସହ ୫୦,୦୦୦ ଟଙ୍କା ଜରିମାନା ଆଦାୟ କରିଛି । ଏହି ଅଭିଯାନ ଆଗକୁ ମଧ୍ୟ ଜାରି…

ଆଇସୋଲେଶନରେ ୟୁପି ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ: ଉତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ନିଜକୁ ଆଇସୋଲେଶନ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କେତେକ କର୍ମଚାରୀ କରୋନା ପଜିଟିଭ ଆସିବା ପରେ ସେ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ଏପରି କି ଯୋଗୀ ଆଦିତ୍ୟନାଥ କେତେକ କର୍ମଚାରୀଙ୍କ ସଂସ୍ପର୍ଶରେ…

ଆଜିଠୁ ଗଡ଼ିଲା ଭୁବନେଶ୍ବର-ନୟାଗଡ଼ ସ୍ପେଶାଲ ଟ୍ରେନ୍

ଭୁବନେଶ୍ବର : ଆଜିଠୁ ଭୁବନେଶ୍ବରରୁ ନୟାଗଡ଼କୁ ଗଡ଼ିଲା ସ୍ପେଶାଲ ଟ୍ରେନ୍ । ଏହି ଟ୍ରେନ୍ ଆଜି ଭୁବନେଶ୍ୱରରୁ ସନ୍ଧ୍ୟା ୬ଟା ୪୦ରେ ଛାଡିଛି । ଏହି ଟ୍ରେନ୍ ପରଦିନ ସକାଳ ୬ଟା ୩୦ରେ ନୟାଗଡ଼ରୁ ଭୁବନେଶ୍ବର ଅଭିମୁଖେ ଛାଡିବ । ତେବେ ଏହି ଟ୍ରେନଟି ସମ୍ପୂର୍ଣ୍ଣ ଭାବେ ବିଦ୍ୟୁତିକରଣ ରୁଟରେ ଚଳାଚଳ…

ଜନସନ ଆଣ୍ଡ ଜନସନ ଟିକା ଉପରେ ସାମୟିକ ପ୍ରତିବନ୍ଧକ ଲଗାଇଲା ଆମେରିକା

ନୂଆଦିଲ୍ଲୀ : ଜନସନ ଆଣ୍ଡ ଜନସନ କରୋନା ଟିକା ଉପରେ ସାମୟିକ ଭାବେ ପ୍ରତିବନ୍ଧକ ଲଗାଇଛି ଆମେରିକା । ଏହି ଟିକା ନେଉଥିବା ଲୋକଙ୍କ ଦେହରେ ରକ୍ତ ଜମାଟ ବାନ୍ଧିବା ଭଳି ଅଭିଯୋଗ ଆସିବା ପରେ ଏହି ଟିକା ଉପରେ ପ୍ରତିବନ୍ଧକ ଲଗାଯାଇଛି । ଆମେରିକାର ଫୁଡ୍ ଆଣ୍ଡ ଆଡମିଷ୍ଟ୍ରେସନ ଏନେଇ ଟ୍ବିଟ୍ କରି…