ଅକ୍ଟୋବର ସୁଦ୍ଧା ଭାରତକୁ ମିଳିପାରେ ଆଉ ପାଞ୍ଚ କରୋନା ଟିକା
ନୂଆଦିଲ୍ଲୀ: ଅଧିକରୁ ଅଧିକ ରାଜ୍ୟରେ କରୋନା ଟିକା ଡୋଜର ଅଭାବ ଦେଖାଉଥିବାରୁ କେନ୍ଦ୍ର ସରକାର ଟିକା ଉତ୍ପାଦନକୁ ବହୁଗୁଣିତ କରିବାକୁ ଦାବି କରିଛନ୍ତି।
ସରକାରୀ ସୂତ୍ର ମୁତାବିକ ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ଭାରତକୁ ଆଉ ପାଞ୍ଚ କରୋନା ଟିକା ମିଳିବାର ସମ୍ଭାବନା ରହିଛି। ଭାରତ…