Latest Odisha News

BREAKING NEWS

Yearly Archives

2021

ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବେ ସୁଶୀଲ ଚନ୍ଦ୍ରା

ନୂଆଦିଲ୍ଲୀ: କେନ୍ଦ୍ର ନିର୍ବାଚନ ଅଧିକାରୀ ସୁଶୀଲ ଚନ୍ଦ୍ରା ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବାକୁ ଯାଉଛନ୍ତି ବୋଲି ରବିବାର ସୂତ୍ରରୁ ପ୍ରକାଶ। ଏ ନେଇ ରବିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ତେବେ ଆଗକୁ ସୁଶୀଲଙ୍କ ନିଯୁକ୍ତି ନେଇ ସରକାର ବିଜ୍ଞପ୍ତି…

ରେମ୍‌ଡେସିଭିର୍ ରପ୍ତାନୀ ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଦେଶରେ କରୋନାର ବର୍ଦ୍ଧିତ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ଔଷଧ ରପ୍ତାନୀ ଉପରେ କଟକଣା ଲଗାଇଲେ କେନ୍ଦ୍ର ସରକାର । ଦେଶରେ ଉତ୍ପାଦନ ହେଉଥିବା ରେମେଡେସିଭିର୍ ଔଷଧକୁ ଅନ୍ୟ ଦେଶକୁ ରପ୍ତାନୀ ଉପରେ ରୋକ୍ ଲାଗିଛି । ସଂକ୍ରମଣ ସ୍ଥିତିରେ ସୁଧାର ନଆସିବା ଯାଏ ରପ୍ତାନୀ ବନ୍ଦ ନେଇ ଜାରି…

ସୁପ୍ରିମକୋର୍ଟରେ କରୋନା: ଭର୍ଚୁଆଲରେ ଶୁଣାଣି କରିବେ ବିଚାରପତି

ନୂଆଦିଲ୍ଲୀ: ଦେଶର ରାଜଧାନୀରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ସୁପ୍ରିମକୋର୍ଟର ବହୁ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହାପରେ ବିଚାରପତିମାନେ ଘରୁ ଭର୍ଚୁଆଲରେ ଶୁଣାଣି କରିବେ । ଘରୁ ଭିଡିଓ କନଫରେନ୍ସିଂରେ ଶୁଣାଣି କରିବାକୁ ନିଷ୍ପତ୍ତି ହୋଇଛି । ସୁପ୍ରିମକୋର୍ଟ ପରିସର ସହ ବିଭିନ୍ନ…

ଚିନ୍ତା ବଢ଼ାଉଛି ଦୈନିକ କରୋନା ସଂକ୍ରମଣ; ୧,୬୮,୯୧୨ ପଜିଟିଭ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୧ ଲକ୍ଷ ୬୮ ହଜାର ୯୧୨ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭କୁ ବୃଦ୍ଧି ପାଇଛି ।…

ନୟାଗଡ ଷ୍ଟେସନରେ ଗୁଣ୍ଡାଗିରି: ପୋଡ଼ାଜଳା ଓ ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ନୟାଗଡ଼: ରେଳ ଷ୍ଟେସନରେ ମଦ୍ୟପଙ୍କ ଆତଙ୍କରାଜ । ରାତିରେ ଷ୍ଟେସନ ମ୍ୟାନେଜରଙ୍କୁ ଆକ୍ରମଣ କରିବା ସହ ପୋଡ଼ାଜଳ ଓ ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ନୟାଗଡ଼ ଷ୍ଟେସନରେ ଏଭଳି ଘଟଣା ଘଟିଛି । ଏନେଇ ଟାଉନ ଥାନାରେ ୧୫ ଜଣଙ୍କ ନାଁରେ ଅଭିଯୋଗ କରିଛନ୍ତି ଷ୍ଟେସନ ମ୍ୟାନେଜର । ଅଭିଯୋଗ ହୋଇଛି,…

ଆଜିଠାରୁ ରାଜ୍ୟ ବାହାରୁ ଆସିଲେ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବା ବେଳେ କଟକଣା ହେଲାଣି କଡ଼ାକଡ଼ି । ଆଜିଠାରୁ ରାଜ୍ୟ ବାହାରୁ ଓଡ଼ିଶା ଫେରିଲେ କୋଭିଡ୍ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ । ଯାତ୍ରାର ୭୨ ଘଣ୍ଟା ପୂର୍ବରୁ ନେଗେଟିଭ୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ୍ ନେଇଥିବା ସାର୍ଟିଫିକେଟ ଆଣିଲେ…

୨୪ ଘଣ୍ଟାରେ ୧,୭୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧୫ଟି ମାମଲା ଆସିଥିବା ବେଳେ ସ୍ଥାନୀୟ ସଂକ୍ରମଣ ହେଉଛି ୭୨୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୦ ଜିଲ୍ଲା ଓ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ…

ଓଡ଼ିଶାରେ ବ୍ୟବସାୟିକ ସୁଯୋଗ ସମ୍ପର୍କରେ ଅନଲାଇନ ଆଲୋଚନାଚକ୍ର

ନ୍ୟୁୟର୍କ : ଭାରତୀୟ କନସୁଲେଟ , ମିଲନ ସାଂସ୍କୃତିକ ସଂଘ ଓ ନିଉଇଂଲଣ୍ଡ ଓଡ଼ିଶା ସମାଜର ମିଳିତ ଆନୁକୂଲ୍ୟରେ 'ବ୍ୟବସାୟ ପାଇଁ ଓଡ଼ିଶାରେ ମହଜୁଦ ଆକର୍ଷକ ସୁଯୋଗ ଓ ପ୍ରୋତ୍ସାହନକୁ ପରଖିବା' ବିଷୟବସ୍ତୁ ଶୀର୍ଷକ ଏକ ଅନଲାଇନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ଉପଲବ୍ଧ ଖଣିଜ…

କବିତା : ଏକାକୀ ଦ୍ରୌପଦୀ

ମଞ୍ଜୁବାଳା ପଣ୍ଡା  ବାସ୍ , ଅଳ୍ପ କେଇଦିନର ହୋହଲ୍ଲା ପରେ ପରେ ସବୁ ନିରବିଯିବ ଖୁଲମ୍ ଖୁଲା ଚାଲିବ ନିତି ପ୍ରତିଦିନ ,ଯାହା ଯେମିତି ସବୁ ଦିନ ଚାଲୁଛି ସବୁ କାଳେ , ଯାହା ଯେମିତି ଚାଲୁଥିଲା କେବଳ ଦେହଘସା ପରିସଂଖ୍ୟାନରେ ସଂଖ୍ୟାଟିଏ ଯାହା ଯୋଡିହେଲା। ତୁଣ୍ଡରେ ଧରିଲେ ସିନା…