Latest Odisha News

BREAKING NEWS

Yearly Archives

2021

ମାଆ ହାଟକୋଟି ମନ୍ଦିରରେ ରହସ୍ୟ କଳସ

ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିଟେ ଏମିତି ବହୁ ରହସ୍ୟ ରହିଛି ।…

ବିବାହ, ଶୁଦ୍ଧିକ୍ରିୟା ଓ ଅନ୍ୟାନ୍ୟ ଉତ୍ସବ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ୍, ଜାଣନ୍ତୁ କେଉଁଥିରେ କେତେ ଲୋକ ଦେଇପାରିବେ…

ଭୁବନେଶ୍ବର: ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଆସିଛି । ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦେଖି ବିବାହ ଓ ଶୁଦ୍ଧିକ୍ରିୟା ପାଇଁ ନୂଆ ଗାଇଡଲାଇନ୍ ଧାର୍ଯ୍ୟ କରିଛି କମିସନରେଟ୍ ପୋଲିସ । ବିନା ଅନୁମତିରେ ହେବନି ବିବାହ ଓ ସାମାଜିକ ଉତ୍ସବ । ଏଥିପାଇଁ ସ୍ଥାନୀୟ ପୋଲିସ ଷ୍ଟେସନରୁ…

ଦିଲ୍ଲୀରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ।…

ଦିଲ୍ଲୀ ଏମସର ୩୫ ଜଣ ଡାକ୍ତରଙ୍କୁ କରୋନା

ନୂଆଦିଲ୍ଲୀ : ଦେଶରେ ଦୃତ ଗତିରେ ବ୍ୟାପୁଛି ମହାମାରୀ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିଲାଣି । ଦେଶରେ କରୋନା ଦିନକୁ ଦିନ ଭୟାବହ ରୂପ ନେଉଥିବା ବେଳେ, ମହାମାରୀ କବଳରେ କରୋନା ଯୋଦ୍ଧା । ସାର୍ ଗଙ୍ଗାରାମ, କେଜିଏମୟୁ ହସ୍ପିଟାଲ ପରେ ଏବେ ଦିଲ୍ଲୀ…

୩ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ଜବତ, ଚୋରା ଚାଲାଣ ବେଳେ ୪ ଗିରଫ

ମାଲକାନଗିରି: ମାଲକାନଗିରି ବନ ବିଭାଗ ୩ ଲକ୍ଷ ଟଙ୍କାର ମୂଲ୍ୟବାନ କାଠ ଜବତ କରିଛି । ଏହାସହ କାଠ ଚୋରା ଚାଲାଣ କରୁଥିବା ବେଳେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।  ଗୁଇନ୍ଦା ସୂଚନା ଅନୁସାରେ ମାଲକାନଗିରି ବନାଞ୍ଚଳ ଅଧିକାରୀ ଏକ ଟିମ ଗଠନ କରି କାମାଲିଗୁଡା ଗାଁ ନିକଟରେ ନାଇଟ…

ମହୁମାଛିର ଅତି ଘନିଷ୍ଠ ବନ୍ଧୁ ନେଚର ଏମଏସ୍

ମହୁମାଛିର ଅତି ଘନିଷ୍ଠ ବନ୍ଧୁ । କେରଳ ତ୍ରିଶୂରର ନେଚର ଏମଏସ୍ । ପିଲାବେଳରୁ ମହୁମାଛିଙ୍କ ସେବାରେ । କେତେବେ ହାତରେ ତ କେତେବେଳେ ନେଚରଙ୍କ ମୁହୌଁରେ ଢାଙ୍କି ହୋଇ ବସନ୍ତି ମହୁମାଛି ମାନେ । ଏମାନଙ୍କ ସହ ପିଲାବେଳରୁ ସମ୍ପର୍କ ତାଙ୍କର । ଏନେଇ ବି ମ୍ୟାନ୍‌’ ଭାବେ ବେଶ୍ ଜଣାଶୁଣା ।…

ମାସ୍କ ନପିନ୍ଧିଲେ ଆଦାୟ ହେବ ଦୁଇ ଗୁଣା ଜରିମାନା

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ରାଜ୍ୟବାସୀଙ୍କୁ ୧୪ ଦିନ ପାଇଁ ମାସ୍କ ଅଭିଯାନ ଆରମ୍ଭ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତେ ଘରୁ ବାହାରିବା ମାତ୍ରେ ତୁରନ୍ତ ମାସ୍କ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି…

ଆମେରିକାରେ ଭାରତୀୟ ଦମ୍ପତ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ 

ମୁମ୍ବାଇ: ଆମେରିକାରେ ଭାରତୀୟ ଦମ୍ପତ୍ତିଙ୍କୁ ହତ୍ୟା ଅଭିଯୋଗ । ଘର ଭିତରେ ମୃତ ଦେହ ପଡ଼ିଥିବା ବେଳେ ପାଖରେ ବସି କାନ୍ଦୁଥିଲା ଚାରି ବର୍ଷର ଝିଅ । ଅନେକ ସମୟ ପର୍ଯ୍ୟନ୍ତ କୁନି ଝିଅଟିର କାନ୍ଦ ଶୁଣିବା ପରେ ପଡୋଶୀମାନେ ପୋଲିସ ଓ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଘର ଖୋଲି ଦେଖିବାରୁ ବାଲାଜୀ…

ଅନୁମତି ବିନା ଆମେରିକା ନୌସେନାର ଭାରତୀୟ ସମୁଦ୍ର ସୀମାରେ ଅଭ୍ୟାସ

ନୂଆଦିଲ୍ଲୀ: ଆମେରିକା ନୌସେନା ଭାରତୀୟ ଲକ୍ଷାଦ୍ୱୀପର ବିନା ଅନୁମତିର ଅଭ୍ୟାସ କରିଛି । ଭାରତ ଏକସକ୍ଲ୍ୟୁଜିଭ ଇକୋନୋମିକ ଜୋନରେ ସମର ଅଭ୍ୟାସ ପାଇଁ ଭାରତର ଅନୁମତି ନେବା ଆବଶ୍ୟକ ନାହିଁ ବୋଲି ଆମେରିକା ପକ୍ଷରୁ କୁହାଯାଇଛି । ଆନ୍ତର୍ଜାତୀୟ ନିୟମ ଅନୁସାରେ ଏ ଭଳି ଅଭ୍ୟାସ ଆଗକୁ ମଧ୍ୟ ଜାରି…

ପିପିଲି ବାଇପୋଲ୍‌; ଆସନ୍ତା ୧୨ରେ ପ୍ରଚାର ‌ମଇଦାନକୁ ଓହ୍ଲାଇବେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ ୧୨ ରେ ଆଗାମୀ ପିପିଲି ବାଇପୋଲରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରାଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ମନ୍ତ୍ରୀ ସମୀର ରଂଜନ ଦାଶ ଶୁକ୍ରବାର ସୂଚନା ଦେଇଛନ୍ତି। ନବୀନ ଭର୍ଚୁଆଲ ମୋଡରେ ଏହି ପ୍ରଚାର କରିବେ ବୋଲି ମନ୍ତ୍ରୀ…