ଭିଜିଲାନ୍ସ ଜାଲରେ ଓଏସଏପି ଷଷ୍ଠ ବାଟାଲିଆନ ସିପାହୀ
କଟକ: ଓଏସଏପି ସିପାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକସ୍ଥିତ ଓଏସଏପି ଷଷ୍ଠ ବାଟାଲିଆନ ସିପାହୀ ସହଦେବ ପରିଡ଼ାଙ୍କ ଘରେ ଭିଜିଲାନ୍ସ ରେଡ଼୍ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଉଛି ।
ସହଦେବ ପରିଡ଼ାଙ୍କ ଅଫିସ, କଟକ ତିନିଘରିଆ ଛକରେ ଥିବା…